କଳାହାଣ୍ଡି, ୧୯/୦୨,(ଜଗନ୍ନାଥ ନାଏକ) : କଳାହାଣ୍ଡି ଜିଲ୍ଲା ଜୟପାଟଣା ବ୍ଳକ ମୁଖୀଗୁଡାରେ ନକଲି ବିଦେଶୀ ମଦ ପ୍ରସ୍ତୁତି କାରଖାନା ଠାବ କରିଛି ଅବକାରୀ ବିଭାଗ।ଜୟପାଟଣା ଓ ଧର୍ମଗଡ ଅବକାରୀ ବିଭାଗର ମିଲିତରେ ଚଢାଉ ବିପୁଳ ପରିମାଣର ମଦ ଜବତ କରାଯାଇଛି।ମୁଖିଗୁଡ଼ା ଗାଁର କ୍ଷମା ସାହୁ ନିଜ ଘରେ ମେସିନ ବସାଇ ନକଲି ବିଦେଶୀ ମଦ ତିଆରି କରୁଥିବା ସୁରାଗ ପାଇ ମାଡି ବସିଲା ଅବକାରି ବିଭାଗ । ବିପୁଳ ପରିମାଣର ବିଭିନ୍ନ ବ୍ରାଣ୍ଡ ର ନକଲି ମଦ,… Continue reading ମୁଖୀଗୁଡା ରେ ନକଲି ବିଦେଶୀ ମଦ ପ୍ରସ୍ତୁତି କାରଖାନା ଠାବ, ବିପୁଳ ପରିମାଣରେ ମଦ ଜବତ
ମୁଖୀଗୁଡା ରେ ନକଲି ବିଦେଶୀ ମଦ ପ୍ରସ୍ତୁତି କାରଖାନା ଠାବ, ବିପୁଳ ପରିମାଣରେ ମଦ ଜବତ
