ଭବାନୀପାଟଣା,: ଜଗନ୍ନାଥ ନାଏକ, (ଉତ୍କଳ ବୁଲେଟିନ) : କଳାହାଣ୍ଡି ଜିଲ୍ଲା ସଦରମହକୁମା ଭବାନୀପାଟନା ଟାଉନ୍ ଥାନା ର ନବନିର୍ମିତ ଥାନା ଗୃହ ଆଜି ଆଭାସୀ ମାଧ୍ୟମରେ ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଙ୍କ ଦ୍ଵାର ଉଦଘାଟିତ ହୋଇଯାଇଛି । ରାଜ୍ୟର ରାଜଧାନୀ ଭୁବନେଶ୍ଵର ଠାରେ ଆଭାସୀ ମାଧ୍ୟମରେ ଅନୁଷ୍ଠିତ ଏହି ନବନିର୍ମିତ ଥାନା ଗୃହ ଉଦ୍ଘାଟନ କାର୍ଯ୍ୟକ୍ରମରେ ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ମାଝୀ ଯୋଗଦେଇ ଆଭାଷୀ ମାଧ୍ୟମରେ ରାଜଧାନୀ ର ନୟାପଲ୍ଲୀ ଥାନା ସହିତ… Continue reading ନବନିର୍ମିତ ଟାଉନ୍ ଥାନା ପୋଲିସ ଗୃହ ଆଭାସୀ ମାଧ୍ୟମରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଦ୍ଵାରା ଉଦଘାଟିତ
ନବନିର୍ମିତ ଟାଉନ୍ ଥାନା ପୋଲିସ ଗୃହ ଆଭାସୀ ମାଧ୍ୟମରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଦ୍ଵାରା ଉଦଘାଟିତ
