ଚିଲିକା: ଖୋର୍ଦ୍ଧା ଜିଲ୍ଲା ଚିଲିକା ବ୍ଲକ ଅନ୍ତର୍ଗତ ହରିପୁର ଶାସନ ସ୍ଥିତ ଶ୍ରୀ ଶ୍ରୀ ଶ୍ରୀ ପ୍ରତାପେଶ୍ୱର ଦେବ ପ୍ରାଥମିକ କୃଷି ସମବାୟ ସମିତି କାର୍ଯ୍ୟାଳୟ ଠାରେ ଆନ୍ତର୍ଜାତୀୟ ମହିଳା ଦିବସ ପାଳିତ ହୋଇଯାଇଅଛି। ଏହି କାର୍ଯ୍ୟକ୍ରମର ପ୍ରାରମ୍ଭରେ ସମବାୟ ପତାକା କୁ ହରିପୁର ପଞ୍ଚାୟତର ପୂର୍ବତନ ସରପଞ୍ଚ ବଳଭଦ୍ର ବଳବନ୍ତରାୟ ଉତ୍ତୋଳନ କରିଥିଲେ।ଏଥିରେ ସହଯୋଗ କରିଥିଲେ ପୂର୍ବତନ ସରପଞ୍ଚ ପ୍ରଶାନ୍ତ କୁମାର ସ୍ବାଇଁ। ଏହି ଉତ୍ସବରେ ମହିଳା ବିଶ୍ଵ ଭାରତୀ ମହାସଂଘର ସମ୍ପାଦିକା ନିରୁପମା ପରିଡ଼ାଙ୍କର… Continue reading ହରିପୁର ଶାସନରେ ଆନ୍ତର୍ଜାତୀୟ ମହିଳା ଦିବସ ପାଳିତ
ହରିପୁର ଶାସନରେ ଆନ୍ତର୍ଜାତୀୟ ମହିଳା ଦିବସ ପାଳିତ
