ଚିଲିକା: ବାଣପୁର ବ୍ଲକ ଅନ୍ତର୍ଗତ ଦୀନବନ୍ଧୁ ପୁର କ୍ଲଷ୍ଟର ଅଧୀନ ଜୀବନ ଦେଇ ସ୍କୁଲର ବାର୍ଷିକ ଉତ୍ସବ ଓ ପୁରସ୍କାର ବିତରଣୀ ସମାରୋହ ଅନୁଷ୍ଠିତ ହୋଇଯାଇଛି। ଏହି ଉପଲକ୍ଷେ ଆୟୋଜିତ ସଭାରେ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ମଧୁସୂଦନ ସାହୁ ଅଧ୍ୟକ୍ଷତା କରିଥିଲେ। ମୁଖ୍ୟ ଅତିଥି ଭାବେ ନାଚୁଣୀ ଗ୍ରାମ ପଞ୍ଚାୟତର ସରପଞ୍ଚ ସ୍ବପ୍ନାଞ୍ଜଳି ପଲେଇ, ମୁଖ୍ୟ ବକ୍ତା ଭାବେ ପୂର୍ବତନ ବାଣପୁର ବ୍ଲକ ଏ ବି ଇ ଓ ଲକ୍ଷ୍ମୀ ନାରାୟଣ ପ୍ରସାଦ ନାୟକ, ସମ୍ମାନିତ ଅତିଥି… Continue reading ଜୀଵନଦେଇପୁର ସ୍କୁଲର ବାର୍ଷିକ ଉତ୍ସବପାଳିତ
ଜୀଵନଦେଇପୁର ସ୍କୁଲର ବାର୍ଷିକ ଉତ୍ସବପାଳିତ
