କଳାହାଣ୍ଡି: ଧର୍ମଗଡ ସ୍ଥିତ ସର୍ବ ପୂରାତନ ଶ୍ରୀ ବ୍ରଜମୋହନ ପଞ୍ଚଦେବ ମନ୍ଦିର ପରିସରରେ ନୂତନ ଭାବେ ନିର୍ମିତ ଶ୍ରୀ ସୂର୍ଯ୍ୟଦେବଙ୍କ ଓ ମାତା ଦୁର୍ଗା ଙ୍କର ମନ୍ଦିର ଓ ବିଗ୍ରହଙ୍କ ପ୍ରାଣ ପ୍ରତିଷ୍ଠା ଉତ୍ସବ ଆଜି ଶେଷ ହୋଇଯାଇଛି। ଗତ ସୋମବାର ମାର୍ଚ୍ଚ ୬ ତାରିଖ ଠାରୁ ୧୦ ତାରିଖ ଯାଏଁ ଆୟୋଜିତ ଉକ୍ତ ଧାର୍ମିକ କାର୍ଯ୍ୟକ୍ରମର ଅନ୍ତିମ ଦିବସରେ ଅଷ୍ଟ ପ୍ରହର ନାମ ଯଜ୍ଞ ମଧ୍ଯ ଅନୁଷ୍ଠିତ ହୋଇଥିଲା ଓ ଭକ୍ତ ମାନଙ୍କ ପାଇଁ ଦିବା… Continue reading ଶ୍ରୀ ସୂର୍ଯ୍ୟଦେବଙ୍କ ଓ ମାତା ଦୁର୍ଗା ଙ୍କର ମନ୍ଦିର ଓ ବିଗ୍ରହଙ୍କ ପ୍ରାଣ ପ୍ରତିଷ୍ଠା ଉତ୍ସବ
ଶ୍ରୀ ସୂର୍ଯ୍ୟଦେବଙ୍କ ଓ ମାତା ଦୁର୍ଗା ଙ୍କର ମନ୍ଦିର ଓ ବିଗ୍ରହଙ୍କ ପ୍ରାଣ ପ୍ରତିଷ୍ଠା ଉତ୍ସବ