କୋକସରା ; ଚକ୍ରଧର ବେଶ୍ରା: କୋକସରା ବ୍ଲକ ଆମପାଣି ସ୍ଥିତ ସରକାରୀ ଏସଏସଡି ହାଇୟର ସେକେଣ୍ଡାରୀ ସ୍କୁଲର ପ୍ରଥମ ବାର୍ଷିକ ଉତ୍ସବ ଶୁକ୍ରବାର ଅନୁଷ୍ଠିତ ହୋଇଛି। କେଲେଜ ଅଧ୍ୟକ୍ଷ ଜୟ ପାଳଙ୍କ ସଭାପତିତ୍ବରେ ଅନୁଷ୍ଠିତ ଉତ୍ସବରେ କୋକସରା ପଞ୍ଚାୟତ ସମିତି ଉପାଧ୍ୟକ୍ଷ ରାଜୀବ କୁମାର ଅଗ୍ରୱାଲ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଥିଲେ। କୋକସରା ଗୋଷ୍ଠୀ ଉନ୍ନୟନ ଅଧିକାରୀ ଡ଼ଃ ହିମାଞ୍ଚଳ ମାଝୀ ମୁଖ୍ୟ ବକ୍ତା, ସମାଜ ମଙ୍ଗଳ ଅଧିକାରୀ ଅଶୋକ କୁମାର ପରିଡ଼ା, ଏସ୍ଏସଡି ହାଇସ୍କୁଲର… Continue reading ଆମପାଣି ଏସ ଏସ ଡି ହାଇୟର ସେକେଣ୍ଡାରୀ ସ୍କୁଲର ବାର୍ଷିକ ଉତ୍ସବ
ଆମପାଣି ଏସ ଏସ ଡି ହାଇୟର ସେକେଣ୍ଡାରୀ ସ୍କୁଲର ବାର୍ଷିକ ଉତ୍ସବ