କଳାହାଣ୍ଡି, ୩0|୩(ପ୍ୟାରିଲାଲ ଦୁର୍ଗା ଙ୍କ ରିପୋର୍ଟ): ରବିବାର ଅନ୍ତ୍ୟୋଦୟ ଗୃହ ଯୋଜନାର ଶୁଭାରମ୍ଭ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। କଳାହାଣ୍ଡି ଜିଲା ଭବାନୀପାଟଣାରେ ଏହି ଯୋଜନାର ଶୁଭାରମ୍ଭ କରିଛନ୍ତି ମୁଖ୍ୟମନ୍ତ୍ରୀ। ଯୋଗ୍ୟ ହିତାଧିକାରୀଙ୍କୁ କାର୍ଯ୍ୟାଦେଶ ବଣ୍ଟନ ସହ ୩ ବର୍ଷରେ ୭ ହଜାର ୫୫୦ କୋଟି ଟଙ୍କା ଏ ବାବଦରେ ବିନିଯୋଗ ହେବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି। ବିଶେଷକରି କେଉଁମାନଙ୍କୁ ଏହି ଯୋଜନାରେ ଘର ମିଳିବ ମୁଖ୍ୟମନ୍ତ୍ରୀ ତାଙ୍କ ଅଭିଭାଷଣରେ କହିଛନ୍ତି। ମୁଖ୍ୟମନ୍ତ୍ରୀ କହିଛନ୍ତି, ଭିନ୍ନକ୍ଷମ,… Continue reading ଭବାନୀପାଟଣାରେ ଅନ୍ତ୍ୟୋଦୟ ଯୋଜନାର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
ଭବାନୀପାଟଣାରେ ଅନ୍ତ୍ୟୋଦୟ ଯୋଜନାର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
