ଧର୍ମଗଡ ୦୧/୦୪/(ଜନ୍ମେଜୟ ନାଏକ ଙ୍କ ରିପୋର୍ଟ) : ଆଜି ଏକ ଅବିସ୍ମରଣୀୟ ଦିବସ । ୯୦ ବର୍ଷରେ ପାଦ ଥାପିଲା ଆମ ରାଜ୍ୟ ଓଡ଼ିଶା । ପ୍ରତି ଓଡ଼ିଆଙ୍କ ପାଇଁ ଏହା ଏକ ଗୌରବର ଦିନ। ୧୯୩୬ ମସିହା ଏପ୍ରିଲ ମାସ ୧ ତାରିଖ । ଓଡ଼ିଆ ଜାତିର ଗର୍ବ ଓ ଗୌରବ ବହନ କରୁଥିବା ଏହି ତାରିଖଟିକୁ ଉତ୍କଳ ଦିବସ ଭାବେ ପାଳନ କରିଆସୁଛି ସମ୍ପୂର୍ଣ୍ଣ ରାଜ୍ୟ । ଏହି ପରିପ୍ରେକ୍ଷୀରେ ଧର୍ମଗଡ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିର… Continue reading ଧର୍ମଗଡ ସରସ୍ୱତୀ ଶିଶୁ ମନ୍ଦିର ଠାରେ ଉତ୍କଳ ଦିବସ ୨୦୨୫ପାଳିତ
ଧର୍ମଗଡ ସରସ୍ୱତୀ ଶିଶୁ ମନ୍ଦିର ଠାରେ ଉତ୍କଳ ଦିବସ ୨୦୨୫ପାଳିତ
