ଓଡିଶା ଅଭିଭାବକ ମହାସଂଘର ଶିକ୍ଷା ଅଧିକାର ପ୍ରଶିକ୍ଷଣ ଶିବିର ଅନୁଷ୍ଠିତ

ଭୁବନେଶ୍ୱର: ଓଡିଶା ଅଭିଭାବକ ମହାସଂଘର ଶିକ୍ଷା ଅଧିକାର ପ୍ରଶିକ୍ଷଣ ଶିବିର ଆଜି ୟୁନିଟ 6 ସ୍ଥିତ ନେତାଜୀ ଭବନରେ ଅନୁଷ୍ଠିତ ହୋଇ ଯାଇଛି l ଓଡିଶା ଅଭିଭାବକ ମହାସଂଘ ର ଶିକ୍ଷା ଅଧିକାର ଅଭିଭାବକ ସଙ୍ଘ କର୍ମକର୍ତ୍ତାଙ୍କୁ ନେଇ ଏହି ପ୍ରଶିକ୍ଷଣ ଶିବିର ଆୟୋଜନ କରାଯାଇଥିଲା l ଶିକ୍ଷା ଅଧିକାର ଆଇନ ବା ଆର ଟି ଇ ଅନୁଯାଇ କିପରି ଅଧିକରୁ ଅଧିକ ପିଲା ତାଙ୍କର ନ୍ୟାର୍ଯ୍ୟ ଶିକ୍ଷାଗତ ଅଧିକାର ପ୍ରାପ୍ତି କରିପାରିବେ ତାହା ଉପରେ ପ୍ରଶିକ୍ଷିତ… Continue reading ଓଡିଶା ଅଭିଭାବକ ମହାସଂଘର ଶିକ୍ଷା ଅଧିକାର ପ୍ରଶିକ୍ଷଣ ଶିବିର ଅନୁଷ୍ଠିତ

ନିଆରା ନକ୍ଷତ୍ର ପୁସ୍ତକର ଲୋକାର୍ପଣ ଉତ୍ସବ ଅନୁଷ୍ଠିତ

ଭୁବନେଶ୍ୱର: ଭୁବନେଶ୍ୱରର ଲିଙ୍ଗରାଜ ମନ୍ଦିର ବିନ୍ଦୁ ସାଗର, ଭୁବନେଶ୍ୱର-୨ସ୍ଥିତ କେଦାରନାଥ ଗବେଷଣା ପ୍ରତିଷ୍ଠାନ ଠାରେ କବି ମନମୋହନ ଆଚାର୍ଯ୍ୟଙ୍କ ସାମଗ୍ରିକ ସୃଷ୍ଟି ସର୍ଜନା ଓ ବ୍ୟକ୍ତିତ୍ୱ ଉପରେ ଆଧାରିତ ପୁସ୍ତକ ‘ନିଆରା ନକ୍ଷତ୍ର’ର ଲୋକାର୍ପଣ ଉତ୍ସବ ଅନୁଷ୍ଠିତ ହୋଇଯାଇଛି । ଅନୁଷ୍ଠିତ ଲୋକାର୍ପଣ ଉତ୍ସବରେ ଉଦଘାଟକ ଭାବେ ପଦ୍ମଶ୍ରୀ ଦେବୀପ୍ରସନ୍ନ ପଟ୍ଟନାୟକ ଯୋଗଦେଇଥିବାବେଳେ ମୁଖ୍ୟ ଅତିଥି ଭାବେ ପ୍ରାକ୍ତନ ଡାଇରେକ୍ଟର ଦୂରଦର୍ଶନ ଡକ୍ଟର ଶାନ୍ତନୁ ରଥ ଯୋଗଦେଇଥିଲେ । ଏଥିରେ ମୁଖ୍ୟବକ୍ତା ଭାବେ ପ୍ରଫେସର ସଂସ୍କୃତି ବିଶ୍ୱବିଦ୍ୟାଳୟ… Continue reading ନିଆରା ନକ୍ଷତ୍ର ପୁସ୍ତକର ଲୋକାର୍ପଣ ଉତ୍ସବ ଅନୁଷ୍ଠିତ

ବଲାଙ୍ଗିର ଜିଲ୍ଲାରେ ଶିକ୍ଷାର ବିକାଶ ପାଇଁ ପ୍ରାୟ ୧୨୦ କୋଟି: ଧର୍ମେନ୍ଦ୍ର ପ୍ରଧାନ

ବଲାଙ୍ଗିର: ବଲାଙ୍ଗିର ଜିଲ୍ଲାରେ ଶିକ୍ଷାର ବିକାଶ ପାଇଁ ପାଖାପାଖି ୧୨୦ କୋଟିରୁ ଅଧିକ ଟଙ୍କାର ଦାୟିତ୍ୱ ଡବଲ ଇଞ୍ଜିନ ସରକାର ନେଇଛନ୍ତି ବୋଲି ଶନିବାର କେନ୍ଦ୍ରୀୟ ବିଦ୍ୟାଳୟ, ଟିଟିଲାଗଡ଼ ଏବଂ ପାଟଣାଗଡ଼ର ଅସ୍ଥାୟୀ କ୍ୟାମ୍ପସର ଉଦଘାଟନ ଏବଂ ସ୍ଥାୟୀ କ୍ୟାମ୍ପସ ପାଇଁ ଭୂମିପୂଜନ କାର୍ଯ୍ୟକ୍ରମରେ ଯୋଗଦେଇ କହିଛନ୍ତି କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ଶ୍ରୀ ପ୍ରଧାନ କହିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଗତବର୍ଷ ଡିସେମ୍ବରରେ ସମଗ୍ର ଦେଶରେ ୮୫ଟି ନୂଆ କେନ୍ଦ୍ରୀୟ ବିଦ୍ୟାଳୟ ସ୍ଥାପନ… Continue reading ବଲାଙ୍ଗିର ଜିଲ୍ଲାରେ ଶିକ୍ଷାର ବିକାଶ ପାଇଁ ପ୍ରାୟ ୧୨୦ କୋଟି: ଧର୍ମେନ୍ଦ୍ର ପ୍ରଧାନ

ବଲାଙ୍ଗିରର ବିକାଶ ସାରା ରାଜ୍ୟ ଓ ଦେଶର ବିକାଶ: ଧର୍ମେନ୍ଦ୍ର ପ୍ରଧାନ

ବଲାଙ୍ଗିର, ବଲାଙ୍ଗିରରେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ବଲାଙ୍ଗିର ବରକାନିରେ ଓଭିଓ ଅଣ୍ଡା ପ୍ରକ୍ରିୟାକରଣ ଫାର୍ମ ଉଦ୍‌ଘାଟନ କଲେ କେନ୍ଦ୍ରମନ୍ତ୍ରୀ I ଉଦ୍‌ଘାଟନୀ କାର୍ଯ୍ୟକ୍ରମରେ ଧର୍ମେନ୍ଦ୍ର ପ୍ରଧାନଙ୍କ ସମ୍ବୋଧନ I ବଲାଙ୍ଗିରର ବିକାଶ ହେଲେ ରାଜ୍ୟର ବିକାଶ ହେବ, ସାରା ଦେଶର ବିକାଶ ହେବ I ବଲାଙ୍ଗିରର ସର୍ବାଙ୍ଗୀନ ଉନ୍ନତି ହେଲେ ବ୍ୟାପକ ନିଯୁକ୍ତି ସୃଷ୍ଟି ହେବ I ବଲାଙ୍ଗିରର ଅଣ୍ଡା ଅନ୍ତର୍ଜାତୀୟ ସ୍ତରରେ ଢେର୍ ଆଦର ଲାଭ କରିଛି I ସବୁ କ୍ଷେତ୍ରର ଖେଳାଳିମାନଙ୍କ ପାଇଁ… Continue reading ବଲାଙ୍ଗିରର ବିକାଶ ସାରା ରାଜ୍ୟ ଓ ଦେଶର ବିକାଶ: ଧର୍ମେନ୍ଦ୍ର ପ୍ରଧାନ

ଓଷ୍ଟା ସଂଘ ତରଫରୁ ମୃତ କର୍ମଚାରୀଙ୍କ ପରିବାରଙ୍କୁ ସମବେଦନା ଜ୍ଞାପନ

ବେତନଟୀ ୧୭/୪: ନିକଟରେ ଏକ ମର୍ମନ୍ତୁଦ ସଡକ ଦୁର୍ଘଟଣା ରେ ମେର୍ଦା ହାଇସ୍କୁଲ ର ପିଅନ ୰ ତିମିର କୁମାର ଓଝା ଅକାଳ ବିୟୋଗ ଘଟିଥିଲା।ଭାଗ୍ୟର ବିଡମ୍ବନା ଏମିତି କି ଏକବର୍ଷ ତଳେ ତାଙ୍କର ସ୍ତ୍ରୀ ଙ୍କର ମଧ୍ଯ ଅଜଣା ରୋଗରେ ଦେହାନ୍ତ ଘଟିଥିଲା।ଏବେ ତାଙ୍କର ତିନୋଟି ଅନାଥ ପଲାଙ୍କୁ ଛାଡିଦେଲେ ଆଉ କେହି ନାହାନ୍ତି।ଏହି ଅନାଥ ପିଲା ମାନଙ୍କ ଭିତରେ ଦୁଇଟି ଝିଅ ଏବଂ ଗୋଟିଏ ସାନ ପୁଅ ଅଛନ୍ତି।ତାଙ୍କର ପୈତୃକ ଗୃହ ବେତନଟୀ (ସୁଖିଲାହାର)… Continue reading ଓଷ୍ଟା ସଂଘ ତରଫରୁ ମୃତ କର୍ମଚାରୀଙ୍କ ପରିବାରଙ୍କୁ ସମବେଦନା ଜ୍ଞାପନ

ବିଜେପି ସକ୍ରିୟ ସଦସ୍ୟ ସମ୍ମିଳନୀ

ବେତନଟୀ ୧୯/୪: ବେତନଟୀ ସ୍ଥିତ ବନ୍ଧନ କଲ୍ୟାଣ ମଣ୍ଡପ ରେ ବଡ଼ସାହି ନିର୍ବାଚନ ମଣ୍ଡଳୀ ସ୍ତରୀୟ ବିଜେପି ସକ୍ରୀୟ ସଦସ୍ୟ ସମ୍ମିଳନୀ ଆଜି ଅନୁଷ୍ଠିତ ହୋଇଯାଇଛି। ବେତନଟୀ ୩୫ ନମ୍ବର ମଣ୍ଡଳ ସଭାପତି ଜୀବନ ପରିଡା ଙ୍କ ସଂଯୋଜନା ରେ ଅନୁଷ୍ଠିତ ସଭାରେ ମୁଖ୍ୟ ଅତିଥି ଭାବରେ ବାଲେଶ୍ଵର ସାଂସଦ ପ୍ରତାପ ଚନ୍ଦ୍ର ଷଡ଼ଙ୍ଗୀ ଯୋଗଦାନ କରିଥିଲେ। ମୁଖ୍ୟ ବକ୍ତା ଭାବରେ ରାଜ୍ୟ ମହିଳା ମୋର୍ଚ୍ଚା ସମ୍ପାଦିକା ସବନା ମହାନ୍ତି, ସମ୍ମାନୀତ ଅତିଥି ଭାବରେ ଲୋକପ୍ରିୟ ବଡ଼ସାହି… Continue reading ବିଜେପି ସକ୍ରିୟ ସଦସ୍ୟ ସମ୍ମିଳନୀ

You cannot copy content of this page