ଫୁଲବାଣୀ : ଗାନ୍ଧୀ ସ୍ତୃତି ଭବନ ଠାରେ ଜିଲ୍ଲା ସାମ୍ବାଦିକ ସଂଘ କନ୍ଧମାଳର ୪୦ ତମ ବାର୍ଷିକ ଉତ୍ସବ ଅନୁଷ୍ଠିତ ହୋଇଯାଇଛି। ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଅତିରିକ୍ତ ଜିଲ୍ଲାପାଳ କୁଶଳ ଚନ୍ଦ୍ର ନାୟକ , ସମ୍ମାନିତ ଅତିଥି ଜିଲ୍ଲା ପରିଷଦର ମୁଖ୍ୟ ଉନ୍ନୟନ ଅଧିକାରୀ ତଥା କାର୍ଯ୍ୟ ନିର୍ବାହି ଅଧିକାରୀ ଶମ୍ଭୁନାଥ ନନ୍ଦୀ ଗଦେଇ ସାମ୍ବାଦିକ ମାନଙ୍କ ବୃତ୍ତି ଗତ ସୁରକ୍ଷା ପାଇଁ ଉଚିତ ପାରିଶ୍ରମିକ ଯୋଗାଇ ଦେଲେ ସମ୍ବାଦ ପ୍ରକାଶ କରିବାରେ ଅଧିକ ସ୍ୱଛତା ଓ ନିରପେକ୍ଷତା ରହିବ ଓ ଏହା… Continue reading କନ୍ଧମାଳ ଜିଲ୍ଲା ସାମ୍ବାଦିକ ସଂଘର ୪୦ ତମ ବାର୍ଷିକ ଉତ୍ସବ
କନ୍ଧମାଳ ଜିଲ୍ଲା ସାମ୍ବାଦିକ ସଂଘର ୪୦ ତମ ବାର୍ଷିକ ଉତ୍ସବ
