ଭବାନୀପାଟଣା, ୨୪/୦୪, ଉତ୍କଳ ବୁଲେଟିନ, (ଜଗନ୍ନାଥ ନାଏକ) : କଳାହାଣ୍ଡି ଜିଲ୍ଲା ସ୍ତରୀୟ ଜାତୀୟ ପଞ୍ଚାୟତିରାଜ ଦିବସ ସ୍ଥାନୀୟ ଟାଉନହଲ ଭବାନୀପାଟଣା ଠାରେ ଜିଲ୍ଲା ପ୍ରଶାସନ ତରଫରୁ ପାଳିତ ହୋଇଯାଇଛି। ଜିଲ୍ଲାପରିଷଦ ଅଧ୍ୟକ୍ଷ ପୁଷ୍ପେନ୍ଦ୍ର ସିଂହଦେଓ ଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ସମାରୋହରେ ମୁଖ୍ୟ ଅତିଥି ଭାବେ ଜିଲ୍ଲାପାଳ ପାୱାର ସଚିନ ପ୍ରକାଶ,ସମ୍ମାନିତ ଅତିଥି ଭାବେ ମୁଖ୍ୟ ଉନ୍ନୟନ ତଥା ନିର୍ବାହୀ ଅଧିକାରୀ ଜିଲ୍ଲାପରିଷଦ ଦୟାମୟ ପାଢି, ଉପ ଜିଲ୍ଲାପାଳ ଭବାନୀପାଟଣା ପ୍ରଭାତ କୁମାର ପରିଡା, କଳାହାଣ୍ଡି… Continue reading କଳାହାଣ୍ଡି ଜିଲ୍ଲା ସ୍ତରୀୟ ଜାତୀୟ ପଞ୍ଚାୟତିରାଜ ଦିବସ ପାଳିତ
କଳାହାଣ୍ଡି ଜିଲ୍ଲା ସ୍ତରୀୟ ଜାତୀୟ ପଞ୍ଚାୟତିରାଜ ଦିବସ ପାଳିତ
