ବଲାଙ୍ଗିର: ବଲାଙ୍ଗିର ଜିଲ୍ଳା ୮୪ ଘର ଅଘରିଆ ସମାଜ ଟ୍ରଷ୍ଟ ତରଫରୁ ବଲାଙ୍ଗିର ଜିଲ୍ଲା କାରାଗାର ଅନ୍ତେବାସୀଙ୍କ ମନରେ ସଂସ୍କାର ସହ ସାହିତ୍ୟ ଭାବ ଜାଗ୍ରତ କରିବା ଉଦ୍ଦେଶ୍ୟରେ ଜେଲ ସୁପରିଣ୍ଟେଣ୍ଡେଣ୍ଟ ସର୍ବେଶ୍ୱର ସାହୁଙ୍କୁ ୩୧୪ ଖଣ୍ଡ ଲାଇବ୍ରେରୀ ବହି ପ୍ରଦାନ କରାଯାଇ ଏକ ନିଆରା ଉଦାହରଣ ସୃଷ୍ଟି କରିଛି ଅଘରିଆ ସମାଜ । ୨ଟି ବଡ଼ କୁଲର ପ୍ରଦାନ ପରେ ଟ୍ରଷ୍ଟର ଏହା ଦ୍ଵିତୀୟ କାର୍ଯ୍ୟକ୍ରମ । ଅନ୍ତେବାସୀ ଚାରିକାନ୍ଥ ଭିତରେ ସୀମିତ ନରହି ସମୟ… Continue reading ଅଘରିଆ ସମାଜ ଟ୍ରଷ୍ଟ ତରଫରୁ ବଲାଙ୍ଗିର ଜିଲ୍ଳା କାରାଗାର ଅନ୍ତେବାସୀଙ୍କ ପାଇଁ ଲାଇବ୍ରେରୀ
ଅଘରିଆ ସମାଜ ଟ୍ରଷ୍ଟ ତରଫରୁ ବଲାଙ୍ଗିର ଜିଲ୍ଳା କାରାଗାର ଅନ୍ତେବାସୀଙ୍କ ପାଇଁ ଲାଇବ୍ରେରୀ
