ଲୋକ କଳା ସଂସ୍କୃତି ଗବେଷକ ମାନଙ୍କ ସମାବେଶ

ବଲାଙ୍ଗିର: ବଲାଙ୍ଗିର ଭାରତ ସରକାରଙ୍କ ସଂସ୍କୃତି ମନ୍ତ୍ରଣାଳୟରୁ ସ୍ବୀକୃତି ପାଇଥିବା ପଶ୍ଚିମ ଓଡିଶାର ସମସ୍ତ କନିଷ୍ଠ ଏବଂ ବରିଷ୍ଠ ଲୋକ ସଂସ୍କୃତି ଗବେଷକ, ଯୁବ କଳାକାର ମେଧାବୃତ୍ତି ଏବଂ ସାଂସ୍କୃତିକ ପ୍ରତିଭା ଅନ୍ୱେଷଣ ମେଧାବୃତ୍ତି ମାନଙ୍କ ଏକ ସମାବେଶ ପଶ୍ଚିମ ଓଡିଶା ଲୋକସଂସ୍କୃତି ଗବେଷକ ଏବଂ ଢୋଳ ମୁହୁରି କଳାପରିଷଦର ମିଳିତ ଆୟୋଜନରେ ସ୍ଥାନୀୟ ସମ୍ବାଦିକ ଭବନରେ ଅନୁଷ୍ଠିତ ହୋଇଯାଇଅଛି । କବି ସଂଦିପ କୁଅଁର ଏବଂ କିର୍ତ୍ତନ ଦୀପ ଙ୍କ ସଂଯୋଜନାରେ ଦୁଇ ଗୋଟି ପର୍ଯ୍ୟାୟରେ… Continue reading ଲୋକ କଳା ସଂସ୍କୃତି ଗବେଷକ ମାନଙ୍କ ସମାବେଶ

ସ୍ୱାସ୍ଥ୍ୟ ବିଭାଗର ଅବ୍ୟବସ୍ଥା କୁ ନେଇ ନରସିଂହଙ୍କ ସାମ୍ବାଦିକ ସମ୍ମିଳନୀ

ବଲାଙ୍ଗିର: ସ୍ଵତନ୍ତ୍ର ବାର୍ତ୍ତା ବ୍ୟୁରୋ ବଲାଙ୍ଗିର ଅନେକ ଲଢେଇ ପରେ ଭୀମ ଭୋଇ ମେଡିକାଲ କଲେଜ ନିର୍ମାଣ ହୋଇଥିଲା । ତତ୍କାଳିନ ସରକାର ପ୍ରତିଶୃତି ଦେଇଥିଲେ ୨୦୨୩ ଡିସେମ୍ବର ସୁଦ୍ଧା ଏହା ସମ୍ପୁର୍ଣ୍ଣ କାର୍ଯ୍ୟକ୍ଷମ ହେବ କିନ୍ତୁ ନିର୍ବାଚନକୁ ଆଖି ଆଗରେ ରଖି ତରବରିଆ ଭାବେ ଅସମ୍ପୁର୍ଣ୍ଣ ମେଡିକାଲ କଲେଜକୁ ତତ୍କାଳିନ ସରକାର ଉଦ୍‌ଘାଟନ କରିଥିଲେ । ମୁଁ ନିଜେ ଏହି ଉଦ୍‌ଘାଟନ କାର୍ଯ୍ୟକ୍ରମକୁ ବିରୋଧ କରି ମଂଚ ତ୍ୟାଗ କରିଥିଲି । ପରେ ସରକାର ବଦଳିଲା… Continue reading ସ୍ୱାସ୍ଥ୍ୟ ବିଭାଗର ଅବ୍ୟବସ୍ଥା କୁ ନେଇ ନରସିଂହଙ୍କ ସାମ୍ବାଦିକ ସମ୍ମିଳନୀ

ଗୀତାଞ୍ଜଳି ପକ୍ଷରୁ ରବୀନ୍ଦ୍ର, ନଜରୁଲ ଜୟନ୍ତୀ

ଭୁବନେଶ୍ୱର: ସାଂସ୍କୃତିକ ଅନୁଷ୍ଠାନ ଗୀତାଞ୍ଜଳି ପକ୍ଷରୁ ସ୍ଥାନୀୟ ବୁଦ୍ଧମନ୍ଦିର ପରିସରରେ ମହାନ କବି, ସାହିତ୍ୟିକ, ଲେଖକ ରବୀନ୍ଦ୍ର ନାଥ ଠାକୁର ଓ ସୁନାମଧନ୍ୟ ସଂଗୀତଙ୍ଗ, କବି ନଜରୁଲଙ୍କ ଜୟନ୍ତୀ ଅନୁଷ୍ଠାନର ସଭାପତି ଡ଼ଃ ସୁଭାଷ ଚନ୍ଦ୍ର ମୁଖାର୍ଜୀଙ୍କ ପୌରହିତ୍ୟରେ ଅନୁଷ୍ଠିତ ହୋଇଯାଇଛି l ଅନୁଷ୍ଠାନର ସାଧାରଣ ସମ୍ପାଦକ ତଥା ସମାଜସେବୀ ତପନ କୁମାର ରାହା ଦୀର୍ଘ 18 ବର୍ଷଧରି ଗୀତାଞ୍ଜଳି ଅନୁଷ୍ଠାନ ବହୁ ସାଂସ୍କୃତିକ ଓ ସାମାଜିକ କାର୍ଯ୍ୟକ୍ରମ ଜାରି ରଖିଥିବା ନେଇ ସୂଚନା ପ୍ରଦାନ କରିଥିଲେ… Continue reading ଗୀତାଞ୍ଜଳି ପକ୍ଷରୁ ରବୀନ୍ଦ୍ର, ନଜରୁଲ ଜୟନ୍ତୀ

You cannot copy content of this page