ନିରଞ୍ଜନ ସାହୁ ଙ୍କୁ ବିଶ୍ଵ ମଣି ପଣ୍ଡିତ ଗୋପବନ୍ଧୁ ସ୍ମୃତି ସମ୍ମାନ

ବାଙ୍କୀ: ବାଙ୍କୀ ବ୍ଲକ ଅନ୍ତର୍ଗତ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ, ପଥୁରିପଡା ଠାରେ ବାଙ୍କୀ ପୂଜ୍ଯ ପୂଜା ସଂସ୍କୃତି ସୁରକ୍ଷା ଅଭିଯାନ ତରଫରୁ ପୁଣ୍ଯଶ୍ଲୋକ ପଣ୍ଡିତ ଗୋପବନ୍ଧୁ ଦାସଙ୍କ 97 ତମ ଶ୍ରାଦ୍ଧ ବାର୍ଷିକୀ ପାଳନ କରାଯାଇଛି। ବିଦ୍ୟାଳୟ ପରିସରରେ ଗୋପବନ୍ଧୁଙ୍କ ନାତି ରବିନ୍ଦ୍ର ନାଥ ଦାସ ଙ୍କ ଦ୍ୱାରା ଉନ୍ମୋଚିତ ଦାସେ ଆପଣେଙ୍କ ପ୍ରତି ମୂର୍ତ୍ତି ନିକଟରେ ବୈଦିକ ରୀତିରେ ଶ୍ରାଦ୍ଧ କର୍ମ ଓ ତିଳ ତର୍ପଣ କରା ଯାଇଥିଲା। ବାଙ୍କୀ ପୂଜ୍ଯ ପୂଜା ସଂସ୍କୃତି… Continue reading ନିରଞ୍ଜନ ସାହୁ ଙ୍କୁ ବିଶ୍ଵ ମଣି ପଣ୍ଡିତ ଗୋପବନ୍ଧୁ ସ୍ମୃତି ସମ୍ମାନ

ସବୁଜ ଓଡ଼ିଶା ଗଢ଼ି ତୋଳିବା ପାଇଁ ବ୍ୟାପକ ଚାରାରୋପଣ ଜରୁରୀ: ମହେଶ୍ୱର ସାହୁ

ବାଲିଅନ୍ତା: ମହାନ ସ୍ୱାଧୀନତା ସଂଗ୍ରମାୀ ତଥା ଜନସଂଘର ପ୍ରତିଷ୍ଠାତା ଡ.ଶ୍ୟାମାପ୍ରସାଦ ମୁଖାର୍ଜୀଙ୍କ ବଳିଦାନକୁ ସ୍ମରଣୀୟ କରିବା ପାଇଁ ଯଶସ୍ୱୀ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଆହ୍ୱାନକ୍ରମେ ଓଡ଼ିଶାରେ ବ୍ୟାପକ ବୃକ୍ଷ ଚାରାରୋପଣ କରିବାକୁ ବିଜେପି କୃଷକ ମୋର୍ଚ୍ଚା ଲକ୍ଷ୍ୟ ରଖିଛି । ଏନେଇ ଅଗଷ୍ଟ ୧୫ ସୁଦ୍ଧା ଓଡ଼ିଶାର ସବୁ ଗ୍ରାମରେ ୧୦ ଲକ୍ଷ ବୃକ୍ଷ ଚାରାରୋପଣ କରିବାକୁ ଲକ୍ଷ୍ୟ ଧାର୍ଯ୍ୟ କରାଯାଇଛି । ଆଜି ପବିତ୍ର ନେତ୍ର ଉତ୍ସବ ଅବସରରେ ଭୁବନେଶ୍ୱର ସାଂଗଠନିକ ଜିଲ୍ଲା ଅନ୍ତର୍ଭୁକ୍ତ ଧଉଳି… Continue reading ସବୁଜ ଓଡ଼ିଶା ଗଢ଼ି ତୋଳିବା ପାଇଁ ବ୍ୟାପକ ଚାରାରୋପଣ ଜରୁରୀ: ମହେଶ୍ୱର ସାହୁ

ବିଜେଇଏମ୍ ସ୍କୁଲ-୨ର ଦଶମ ଓ ଦ୍ବାଦଶ ଶ୍ରେଣୀର କୃତୀ ଛାତ୍ରଛାତ୍ରୀମାନଙ୍କୁ ସମ୍ବର୍ଦ୍ଧନା

ବାଲିଅନ୍ତା: ସତ୍ୟଭାମାପୁରସ୍ଥିତ ବକ୍ସି ଜଗବନ୍ଧୁ ଇଂରାଜୀ ମାଧ୍ୟମ ବିଦ୍ୟାଳୟ – ୨ର ଦଶମ ଓ ଦ୍ବାଦଶ ଶ୍ରେଣୀର ୨୦୨୪-୨୫ ଶିକ୍ଷାବର୍ଷ ନିମନ୍ତେ ୯୦% ରୁ ଅଧିକ ରଖିଥିବା କୃତୀ ଛାତ୍ରଛାତ୍ରୀମାନଙ୍କ ନିମନ୍ତେ ଏକ ସମ୍ବର୍ଦ୍ଧନା ଉତ୍ସବ ଭଞ୍ଜକଳା ମଣ୍ଡପଠାରେ ଅନୁଷ୍ଠିତ ହୋଇଯାଇଛି । ଉକ୍ତ ସମ୍ବର୍ଦ୍ଧନା ଉତ୍ସବରେ ବିଦ୍ୟାଳୟର ସଭାପତି ରଘୁନାଥ ମିଶ୍ର ମୁଖ୍ୟଅତିଥି ଭାବେ ଯୋଗଦେଇ କୃତୀତ୍ଵ ଛାତ୍ରଛାତ୍ରୀ ମାନଙ୍କୁ ସମ୍ବର୍ଦ୍ଧନା କରିଥିଲେ । ମହୋଦୟଙ୍କର ପ୍ରେରଣାମୂଳକ ବକ୍ତବ୍ୟ ଛାତ୍ରଛାତ୍ରୀମାନଙ୍କ ପାଇଁ ଏକ ନୂତନ ଜୀବନର… Continue reading ବିଜେଇଏମ୍ ସ୍କୁଲ-୨ର ଦଶମ ଓ ଦ୍ବାଦଶ ଶ୍ରେଣୀର କୃତୀ ଛାତ୍ରଛାତ୍ରୀମାନଙ୍କୁ ସମ୍ବର୍ଦ୍ଧନା

ସତ୍ୟଭାମାପୁର ସରକାରୀ ଉଚ୍ଚ ବିଦ୍ୟାଳୟ ବାର୍ଷିକ ଉତ୍ସବ ଅନୁଷ୍ଠିତ

ବାଲିଅନ୍ତା: ଖୋରଧା ଜିଲ୍ଲା ବାଲିଅନ୍ତା ବ୍ଲକ ଅନ୍ତର୍ଗତ ସରକାରୀ ଉଚ୍ଚ ବିଦ୍ୟାଳୟ, ସତ୍ୟଭାମାପୁରର ୫୯ ତମ ବାର୍ଷିକ ଉତ୍ସବ ତଥା ପୁରସ୍କାର ପ୍ରଦାନ ସମାରୋହ ବିଦ୍ୟାଳୟ ପରିସରରେ ମହାସମାରୋହରେ ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ସତ୍ୟଭାମାପୁର ଗ୍ରାମ ପଂଚାୟତର ସରପଂଚ ରଶ୍ମିତା ଭୋଇ ମୁଖ୍ୟ ଅତିଥି ଭାବେ ଯୋଗଦାନ କରିଥିଲେ । ଅତିଥିମାନଙ୍କ ଦ୍ୱାରା ଶ୍ରୀଜଗନ୍ନାଥଙ୍କ ଫଟୋଚିତ୍ରରେ ପୁଷ୍ପମାଲ୍ୟ ଅର୍ପଣ ଏବଂ ପ୍ରଦୀପ ପ୍ରଜ୍ୱଳନ ପୂର୍ବକ ଉତ୍ସବର ଶୁଭ ଉଦ୍ଘାଟନ କରାଯାଇଥିଲା । ବିଦ୍ୟାଳୟ ପଞ୍ଚଶିକ୍ଷା ସେତୁ… Continue reading ସତ୍ୟଭାମାପୁର ସରକାରୀ ଉଚ୍ଚ ବିଦ୍ୟାଳୟ ବାର୍ଷିକ ଉତ୍ସବ ଅନୁଷ୍ଠିତ

ବରିଷ୍ଠ ସାମ୍ବାଦିକ ପ୍ରଦ୍ୟୁମ୍ନ ଶତପଥିଙ୍କ ମାତୃ ବିୟୋଗ

ଭୁବନେଶ୍ୱର: ପୂଜ୍ୟ ପୂଜା ସଂସ୍କୃତି ସୁରକ୍ଷା ଅଭିଯାନ ର ଅଧ୍ୟକ୍ଷ, ବରିଷ୍ଠ ସାମ୍ବାଦିକ,ପ୍ରଦ୍ୟୁମ୍ନ ଶତପଥି ଙ୍କ ମାତୃଦେବ ଉମା ଦେବୀ ଙ୍କ 99 ବର୍ଷ ବୟସରେ ବିୟୋଗ ଘଟିଛି l ବହୁ ପ୍ରତିଭାର ଅଧିକାରିଣୀ ଜଣେ ସରଳ, ମିଷ୍ଠଭାଷୀ, ଅମାୟିକ ବ୍ୟକ୍ତିତ୍ୱ ମହିଳା ଭାବେ ସେ ବେଶ ସୁପରିଚିତ ଥିଲେ l ଦୀର୍ଘ ଦିନ ଧରି ଏକ ଘରୋଇ ହସ୍ପିଟାଲ ରେ ସ୍ୱାସ୍ଥ୍ୟଗତ ସମସ୍ୟା ପାଇଁ ସେ ଚିକିତ୍ସାଧୀନ ଥିଲେ l ପୁରୀ ସ୍ବର୍ଗଦ୍ୱାର ଠାରେ ତାଙ୍କ… Continue reading ବରିଷ୍ଠ ସାମ୍ବାଦିକ ପ୍ରଦ୍ୟୁମ୍ନ ଶତପଥିଙ୍କ ମାତୃ ବିୟୋଗ

You cannot copy content of this page