ସ୍ୱେଚ୍ଛାସେବୀଙ୍କ ଦ୍ୱାରା ସ୍ୱଚ୍ଛତା ଅଭିଯାନ ଓ ବୃକ୍ଷରୋପଣ କାର୍ଯ୍ୟକ୍ରମ

ଭୁବନ: ସାରା ରାଜ୍ୟରେ ବୃକ୍ଷରୋପଣ ଅଭିଯାନ ଚାଲିଥିବାବେଳେ ଏହି ଅବସରରେ ଢ଼େଙ୍କାନାଳ ଜିଲ୍ଲା ଭୁବନ ବ୍ଲକ୍ ଅନ୍ତର୍ଗତ ଓଡ଼ିଶ ଗ୍ରାମପଂଚାୟତରେ ମଧ୍ୟ ସାମାଜିକ ଅନୁଷ୍ଠାନ ଉତ୍କଳ ବୁଲେଟିନ ଚାରିଟେବଲ ଟ୍ରଷ୍ଟ ର ସ୍ୱେଚ୍ଛାସେବୀମାନଙ୍କ ଦ୍ୱାରା ସଫେଇ କାର୍ଯ୍ୟ ସହ ବୃକ୍ଷରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିବା ଦେଖିବାକୁ ମିଳିଛି । ଏହା ଓଡ଼ିଶ ଗ୍ରାମର ସମସ୍ତ ଗ୍ରାମଦେବୀଙ୍କ ପୀଠ ସଫେଇ କରିବା ସହ ଏହାର ଚତୁଃପାଶ୍ୱର୍ର ସଫେଇ କରାଯାଇଥିବା ଦେଖିବାକୁ ମିଳିଛି । ସ୍ୱେଚ୍ଛାସେବୀମାନେ ଏକତ୍ରିତ ହୋଇ ପୀଠର… Continue reading ସ୍ୱେଚ୍ଛାସେବୀଙ୍କ ଦ୍ୱାରା ସ୍ୱଚ୍ଛତା ଅଭିଯାନ ଓ ବୃକ୍ଷରୋପଣ କାର୍ଯ୍ୟକ୍ରମ

ଦିଲ୍ଲୀ ପବ୍ଲିକ୍ ସ୍କୁଲରେ ବାହୁଡ଼ାଯାତ୍ରା ଉପଲକ୍ଷେ ସାଂସ୍କୃତିକ କାର୍ଯ୍ୟକ୍ରମ

ଭୁବନେଶ୍ୱର: ଦିଲ୍ଲୀ ପବ୍ଲିକ୍ ସ୍କୁଲର ଶ୍ରେଣୀର୩ ର ଛାତ୍ରଛାତ୍ରୀମାନେ ଅତି ଆନନ୍ଦ ଓ ଭକ୍ତିଭାବରେ ଶ୍ରୀଜଗନ୍ନାଥଙ୍କର ରଥଯାତ୍ରା ଓ ବାହୁଡ଼ାଯାତ୍ରା ଉତ୍ସବ ପାଳନ କରିଛନ୍ତି। ଏହି ଅବସରରେ ଛାତ୍ରଛାତ୍ରୀମାନେ ନିଜ ହସ୍ତରେ କାଗଜ ଓ ରଙ୍ଗିନ କାଗଜରେ ଛୋଟ ରଥ ତିଆରି କରି ଏକ ସୁନ୍ଦର ରଥ କରିଥିଲେ। ତାଙ୍କର ଅନ୍ତଃକରଣରୁ ଜୟ ଜଗନ୍ନାଥ ଧ୍ୱନୀ ବିକାଶ ପାଇଲା। ଶିକ୍ଷକ ଓ ଶିକ୍ଷୟିତ୍ରୀମାନେ ଛାତ୍ରଛାତ୍ରୀଙ୍କୁ ଏହି ପବିତ୍ର ତିଥିର ଐତିହ୍ୟ , ତାହାର ଧାର୍ମିକ ଓ ସାଂସ୍କୃତିକ… Continue reading ଦିଲ୍ଲୀ ପବ୍ଲିକ୍ ସ୍କୁଲରେ ବାହୁଡ଼ାଯାତ୍ରା ଉପଲକ୍ଷେ ସାଂସ୍କୃତିକ କାର୍ଯ୍ୟକ୍ରମ

ସୋମଶ୍ରୀଙ୍କ ଆତ୍ମଦାହ ଘଟଣା: ଦାୟୀଙ୍କ ବିରୁଦ୍ଧରେ ଦୃଷ୍ଟାନ୍ତ ମୂଳକ କାର୍ଯ୍ୟାନୁଷ୍ଠାନ ହେଉ : ଓଡିଶା ଅଭିଭାବକ ମହାସଂଘ

ଭୁବନେଶ୍ୱର: ଫକୀର ମୋହନ କଲେଜ କ୍ୟାମ୍ପସରେ କଲେଜ ଛାତ୍ରୀ ସୋମଶ୍ରୀ ବିଶ୍ୱାଳଙ୍କ ଆତ୍ମଦାହ ଘଟଣା ଅତ୍ୟନ୍ତ ନିନ୍ଦନୀୟ, ଦୁର୍ଭାଗ୍ୟ ଜନକ ଓ଼ ଲଜ୍ଜ୍ୟା ଜନକ ଘଟଣା l ଏଥିରେ ଦୃଢ଼, ତ୍ୱରିତ, ତୁରନ୍ତ ଓ଼ ଦୃଷ୍ଟାନ୍ତ ମୂଳକ କାର୍ଯ୍ୟାନୁଷ୍ଠାନ ପାଇଁ ଓଡିଶା ଅଭିଭାବକ ମହାସଂଘ ଦାବୀ କରିଛି l । ପ୍ରିନ୍ସିପାଲ ଦିଲ୍ଲୀପ ଘୋଷ ଏବଂ ଏଚ୍ଓଡି ସମୀରା କୁମାର ସାହୁଙ୍କୁ ନିଲମ୍ବିତ କରାଯାଇଛି। ମାମଲାକୁ ଠିକ୍ ଭାବରେ ପଦକ୍ଷେପ ନନେବା ପାଇଁ ପ୍ରିନ୍ସିପାଲଙ୍କୁ ନିଲମ୍ବିତ କରାଯାଇଛି।ଉଚ୍ଚଶିକ୍ଷା… Continue reading ସୋମଶ୍ରୀଙ୍କ ଆତ୍ମଦାହ ଘଟଣା: ଦାୟୀଙ୍କ ବିରୁଦ୍ଧରେ ଦୃଷ୍ଟାନ୍ତ ମୂଳକ କାର୍ଯ୍ୟାନୁଷ୍ଠାନ ହେଉ : ଓଡିଶା ଅଭିଭାବକ ମହାସଂଘ

You cannot copy content of this page