୨୩ ଓ ୨୪ରେ ମାରୱାଡି ମହିଳା ସମିତି ଭୁବନେଶ୍ଵର ପକ୍ଷରୁ ସାଓନ ମେଳା

ଭୁବନେଶ୍ୱର: ମାରୱାଡି ମହିଳା ସମିତି, ଭୁବନେଶ୍ବର ଶାଖା ପକ୍ଷରୁ ଆସନ୍ତା ୨୩ ଓ ୨୪ ଜୁଲାଇରେ ସାନ ମେଳାର ଆୟୋଜନ ହେବାକୁ ଯାଉଅଛି । ଏହି ସମିତି ମହିଳାମାନଙ୍କ ପ୍ରତିଭା ଏବଂ ଉଦ୍ୟୋଗୀ ମନୋଭାବକୁ ପ୍ରଦର୍ଶନ କରିବା ପାଇଁ ଏକ ପ୍ଲାଟଫର୍ମ ଯୋଗାଉଥ‌ିବା ସହ ମହିଳା ସଶକ୍ତିକରଣକୁ ପ୍ରୋତ୍ସାହିତ କରିବା ପାଇଁ ସର୍ବଦା ବଦ୍ଧ ପରିକର । ଏଥିରେ ଭୁବନେଶ୍ଵର, କଟକ, କୋଲକାତା, ଖୋର୍ଦ୍ଧା, ଜଟଣୀ ଏବଂ ନିକଟବର୍ତ୍ତୀ ଅଞ୍ଚଳର କ୍ଷୁଦ୍ର ବ୍ୟବସାୟରେ ନିଯୋଜିତ ମହିଳାମାନେ ମାରୱାଡି… Continue reading ୨୩ ଓ ୨୪ରେ ମାରୱାଡି ମହିଳା ସମିତି ଭୁବନେଶ୍ଵର ପକ୍ଷରୁ ସାଓନ ମେଳା

You cannot copy content of this page