ସରକାର ସମ୍ବେଦନଶୀଳ ହୁଅନ୍ତୁ: ଘରୋଇ ନର୍ସିଂ ବିଦ୍ୟାଳୟ ଓ ମହାବିଦ୍ୟାଳୟ ସଙ୍ଘ

ଭୁବନେଶ୍ୱର: ସ୍ଥାନୀୟ ୟୁନିଟ 9 ସ୍ଥିତ ବୁଦ୍ଧମନ୍ଦିର ପରିସରରେ ଘରୋଇ ନର୍ସିଂ ବିଦ୍ୟାଳୟ ଓ ମହାବିଦ୍ୟାଳୟ ସଙ୍ଘର ବୈଠକ ଅନୁଷ୍ଠିତ ହୋଇଥିଲା l ସଙ୍ଘର ସଭାପତି ଅଜିତ ଦାସ ଓ ସମ୍ପାଦକ ଡ଼ଃ ପ୍ରଦୀପ କୁମାର ବିଶ୍ୱାଳ, କାର୍ଯ୍ୟକାରୀ ସଭ୍ୟା ହିରନମୟ ଦାସଙ୍କ ସହିତ ବହୁ ସଦସ୍ୟ ଉପସ୍ଥିତ ରହିବା ସହ ନର୍ସିଂ ବିଦ୍ୟାଳୟ ଓ ମହାବିଦ୍ୟାଳୟର ପାଠ୍ୟକ୍ରମ, ସୁରକ୍ଷା, ବିଦ୍ୟାର୍ଥୀଙ୍କୁ କିପରି ଉତ୍ତମମାନ ର ଶିକ୍ଷା ସହିତ ନିରାପତ୍ତା, ସଙ୍ଘ ର ବିଭିନ୍ନ ସମସ୍ୟା ସମ୍ପର୍କରେ… Continue reading ସରକାର ସମ୍ବେଦନଶୀଳ ହୁଅନ୍ତୁ: ଘରୋଇ ନର୍ସିଂ ବିଦ୍ୟାଳୟ ଓ ମହାବିଦ୍ୟାଳୟ ସଙ୍ଘ

You cannot copy content of this page