ଶହୀଦ୍ ରଘୁନାଥ ମହାନ୍ତିଙ୍କ ୧୧୬ତମ ଜୟନ୍ତୀ ଅନୁଷ୍ଠିତ

ଭୁବନେଶ୍ୱର: ରଣପୁର ପ୍ରଜା ଆନେ୍ଦାଳନର ନେତୃତ୍ୱ ନେଇ ଶହୀଦ୍ ହୋଇଥିବା ଯୁବ କବି, ବିପ୍ଳବୀ, ସଂଗ୍ରାମୀ ତଥା ନୟାଗଡ଼ ମାଟିର ଅମର ଶହୀଦ୍ ରଘୁନାଥ ମହାନ୍ତିଙ୍କ ୧୧୬ତମ ଜୟନ୍ତୀ ସ୍ଥାନୀୟ ୟୁନିଟ୍ -୯ସ୍ଥିତ ରଘୁ-ଦିବାକରଙ୍କ ପ୍ରତିମୂର୍ତିସ୍ଥଳଠାରେ ପୁଷ୍ପମାଲ୍ୟ ଅର୍ପଣ ସହ ଶ୍ରଦ୍ଧାଞ୍ଜଳି ଓ ସମ୍ମାନ କାର୍ଯ୍ୟକ୍ରମ ପୂଜ୍ୟପୂଜା ସଂସ୍କୃତି ସୁରକ୍ଷା ଅଭିଯାନ, ଶହୀଦ୍ ରଘୁ-ଦିବାକର ସ୍ମୃତି ସଂସଦ ପକ୍ଷରୁ ଅନୁଷ୍ଠିତ ହୋଇଯାଇଛି । ଉକ୍ତ କାର୍ଯ୍ୟକ୍ରମରେ ବିଶିଷ୍ଟ ଅତିଥି ଭାବେ ଓଡ଼ିଶା ବିଧାନସଭାର ମାନ୍ୟବର ବାଚସ୍ପତି ଶ୍ରୀମତୀ… Continue reading ଶହୀଦ୍ ରଘୁନାଥ ମହାନ୍ତିଙ୍କ ୧୧୬ତମ ଜୟନ୍ତୀ ଅନୁଷ୍ଠିତ

ମା’ ବାଉତୀ ପୀଠରେ ସଫେଇ କାର୍ଯ୍ୟକ୍ରମ

ଭୁବନ: ଢ଼େଙ୍କାନାଳ ଜିଲ୍ଲା ଭୁବନ ବ୍ଲକ୍ ଅନ୍ତର୍ଗତ ଓଡ଼ିଶ ଗ୍ରାମରେ ଅନୁଷ୍ଠିତ ହୋଇଯାଇଛି ସଫେଇ କାର୍ଯ୍ୟକ୍ରମ ସହ ବୃକ୍ଷରୋପଣ ଅଭିଯାନ। ସାରା ରାଜ୍ୟରେ ବୃକ୍ଷରୋପଣ ଅଭିଯାନ ଆରମ୍ଭ ହୋଇଥିବାବେଳେ ଏହି ଅବସରରେ ଓଡ଼ିଶ ଗ୍ରାମରେ ମଧ୍ୟ ଅନୁରୂପ ବୃକ୍ଷରୋପଣ କାର୍ଯ୍ୟକ୍ରମ କରାଯାଇଛି। ଏହି ବୃକ୍ଷରୋପଣ କାର୍ଯ୍ୟକ୍ରମ ସାମାଜିକ ଅନୁଷ୍ଠାନ ଉତ୍କଳ ବୁଲେଟିନ୍ ଚାରିବେଟଲ ଟ୍ରଷ୍ଟ ଦ୍ୱାରା କରାଯାଇଥିବା ଦେଖିବାକୁ ମିଳିଛି। ରବିବାର ଦିନ ଏହି ବୃକ୍ଷରୋପଣ କାର୍ଯ୍ୟକ୍ରମ ଚାରିଟେବଲ ଟ୍ରଷ୍ଟ ପକ୍ଷରୁ କରାଯାଇଥିବା ଦେଖିବାକୁ ମିଳିଛି। ଉତ୍କଳ… Continue reading ମା’ ବାଉତୀ ପୀଠରେ ସଫେଇ କାର୍ଯ୍ୟକ୍ରମ

You cannot copy content of this page