ବାଲିଅନ୍ତା: ବାଳକାଟୀ ର ଅଗ୍ରଣୀ ଶିକ୍ଷାନୁଷ୍ଠାନ ନିର୍ମାଣ ଗ୍ରୁପ୍ ଅଫ୍ ଇନ୍ ଷ୍ଟିଚ୍ୟୁସନ୍ ର ଚଳିତ ବର୍ଷର ନିର୍ମାଣ ଯୁବ ମହୋତ୍ସବ ୨୦୨୫ ଖୁବ୍ ଆଡମ୍ବର ସହକାରେ ଉଦଯାପିତ ହୋଇଯାଇଛି। ନିର୍ମାଣ ଫାଉଣ୍ଡେସନ ଆନୁକୁଲ୍ୟରେ ଆୟୋଜିତ ଏହି ଉତ୍ସବରେ ମୁଖ୍ୟ ଅତିଥି ଭାବରେ ପଦ୍ମଶ୍ରୀ ଅଶୋକ ମହାପାତ୍ର ଯୋଗଦେଇ ଓଡ଼ିଶାର ଚିକିତ୍ସା ବ୍ୟବସ୍ଥା ଓ ଛାତ୍ର ଛାତ୍ରୀ ମାନଙ୍କର ଶାରୀରିକ ଓ ମାନସିକ ସୁସ୍ଥତା ଉପରେ ଆଲୋଚନା କରିଥିଲେ। ଏହି ଉତ୍ସବରେ ଆଞ୍ଚଳିକ ଶିକ୍ଷା ନିର୍ଦ୍ଦେଶାଳୟ ଭୁବନେଶ୍ୱରର… Continue reading ନିର୍ମାଣ ଯୁବ ମହୋତ୍ସବ ୨୦୨୫ ଉଦଯାପିତ
ନିର୍ମାଣ ଯୁବ ମହୋତ୍ସବ ୨୦୨୫ ଉଦଯାପିତ
