ବଲାଙ୍ଗିର ଜିଲ୍ଲା ସାମ୍ବାଦିକ ସଂଘ ବିଭିନ୍ନ ଦାବିରେ ମୁଖ୍ୟମନ୍ତ୍ରୀଙ୍କୁ ଦାବିପତ୍ର

ବଲାଙ୍ଗିର: ବଲାଙ୍ଗିର ସାମ୍ବାଦିକ ସୁରକ୍ଷା ଆଇନ ତଥା ବିଭିନ୍ନ ଦାବିରେ ବଲାଙ୍ଗୀର ଜିଲ୍ଲା ପେଶାଦାର ସାମ୍ବାଦିକ ସଂଘ ପକ୍ଷରୁ ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ଅତିରିକ୍ତ ଜିଲ୍ଲାପାଳ ପବିତ୍ର ମୋହନ ବେହେରାଙ୍କୁ ଏକ ଦାବିପତ୍ର ପ୍ରଦାନ କରାଯାଇଛି । ଉତ୍କଳ ସାମ୍ବାଦିକ ସଂଘ ରାଜ୍ୟ ସଭାପତି ବିଭୂତି ଭୂଷଣ କରଙ୍କ ଆହ୍ବାନ କ୍ରମେ ବଲାଙ୍ଗୀର ଜିଲ୍ଲା ପେଶାଦାର ସାମ୍ବାଦିକ ସଂଘ ତରଫରୁ ଏହି ଦାବିପତ୍ର ପ୍ରଦାନ କରାଯାଇଥିଲା । ଜିଲ୍ଲା ସଭାପତି ଅଶ୍ୱିନୀ କୁମାର ନାଏକଙ୍କ ନେତୃତ୍ୱରେ ସାଧାରଣ ସମ୍ପାଦକ… Continue reading ବଲାଙ୍ଗିର ଜିଲ୍ଲା ସାମ୍ବାଦିକ ସଂଘ ବିଭିନ୍ନ ଦାବିରେ ମୁଖ୍ୟମନ୍ତ୍ରୀଙ୍କୁ ଦାବିପତ୍ର

କୁଳମଣି ବିଶ୍ୱାଳଙ୍କ “ପ୍ରେମାର୍ଦ୍ଧଶତକ” ପୁସ୍ତକର ହିନ୍ଦୀ ସଂସ୍କରଣ ଉନ୍ମୋଚିତ

ନୂଆଦିଲ୍ଲୀ: ଓଡ଼ିଆ ଭାଷା ସାହିତ୍ୟକୁ ରୁଦ୍ଧିମନ୍ତ କରିବାପାଇଁ ରୀତିଯୁଗୀୟ ସାହିତ୍ୟିରିତିରେ ଓଡ଼ିଆ କବି, ସାହିତ୍ୟିକ, ଲେଖକ, ଚିତ୍ରଶିଳ୍ପୀ ଡ଼ କୁଳମଣି ବିଶ୍ୱାଳଙ୍କ ଦ୍ୱାରା ରଚିତ “ପ୍ରେମାର୍ଦ୍ଧଶତ” କବିତା ପୁସ୍ତକ ହିନ୍ଦୀ ସଙ୍କଳନର ଉନ୍ମୋଚନ ଉତ୍ସବ ସ୍ଥାନୀୟ ଆଇ.ଆଇ.ଏମ.ସି. ସଭାଗୃହଠାରେ ଅନୁଷ୍ଠିତ ହୋଇଯାଇଛି | ଏହି ଉତ୍ସବରେ ମୁଖ୍ୟବକ୍ତାଭାବରେ ଭଞ୍ଜ ସାହିତ୍ୟରେ ପ୍ରବୀଣ ବକ୍ତା ବାଗ୍ମୀ ତଥା ରୀତିଯୁଗୀୟ ସାହିତ୍ୟ ସାଧକ ଡ଼.କୃଷ୍ଣ କେଶବ ଷଡ଼ଙ୍ଗୀ ପୁସ୍ତକରେ କିପରି ରୀତିଯୁଗୀୟ ସାହିତ୍ୟ ଶବ୍ଦ ଭରିରହିଛି ତାହା ବର୍ଣ୍ଣନା କରିଥିଲେ… Continue reading କୁଳମଣି ବିଶ୍ୱାଳଙ୍କ “ପ୍ରେମାର୍ଦ୍ଧଶତକ” ପୁସ୍ତକର ହିନ୍ଦୀ ସଂସ୍କରଣ ଉନ୍ମୋଚିତ

ଗୋବିନ୍ଦ ସେବାଦଳର କାଉଡିଆ ସେବା

କଲରଙ୍ଗୀଅତା: ପବିତ୍ର ଶ୍ରାବଣ ମାସରେ ପ୍ରଭୁ ଶିବଶଙ୍କର ମୁଣ୍ଡରେ ଜଳଲାଗି କରିବା ପାଇଁ ସାରା ଦେଶରେ କାଉଡ଼ିଆ ମାନେ ଧାଡ଼ିରେ ଯାଇ ଶିବ ମନ୍ଦିର ଅଭିମୁଖେ ଚାଲି ଚାଲି ଯାଉଥିବା ଦେଖିବାକୁ ମିଳୁଛି। କାଉଡିଆମାନେ ନଦୀରୁ ଜଳ ନେଇ ଶିବ ମନ୍ଦିର ଯାଉଥିବା ଦେଖିବାକୁ ମିଳୁଛି। ଏହି କାଉଡିଆମାନଙ୍କ ସେବା କାର୍ଯ୍ୟ କରିବା ଲାଗି ସ୍ୱେଚ୍ଛାସେବୀମାନେ ସ୍ୱଇଚ୍ଛାରେ ସେବାକାର୍ଯ୍ୟ ଯୋଗାଉଦେଉଥିବା ଦେଖିବାକୁ ମିଳୁଛି । ଏହି ଅବସରରେ ଦୀର୍ଘ ୪୦ ବର୍ଷ ହେଲା କଲରଙ୍ଗିଅତା, ଟାଟା ମାଇସନ୍ସ… Continue reading ଗୋବିନ୍ଦ ସେବାଦଳର କାଉଡିଆ ସେବା

ସମକାଳୀନ ଚିତ୍ର ପ୍ରଦର୍ଶନ

ବାଲିଅନ୍ତା: ଶକୁନ୍ତଳା ଆର୍ଟ ଗ୍ୟାଲେରୀ ପକ୍ଷରୁ “ଇନର ଥଟ” ଶିର୍ଷକ ଏକ ଚିତ୍ରକଳା ପ୍ରଦର୍ଶନୀ ଆଜି ପୂର୍ବାହ୍ନ ରେ ଉଦଘାଟିତ ହୋଇଯାଇଛି। ଗ୍ୟାଲେରୀ ନିର୍ଦେଶକ ଜନାର୍ଦ୍ଦନ ପରମଗୁରୁଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ଉତ୍ସବରେ ମୁଖ୍ୟଅତିଥି ରୂପେ ପୁରୀ ଲୋକସଭା ସାଂସଦ ସମ୍ବିତ ପାତ୍ର, ସମ୍ମାନୀତ ଅତିଥି ଭାବରେ ପିପିଲି ବିଧାୟକ ଆଶ୍ରିତ ପଟ୍ଟନାୟକ, ପ୍ରଖ୍ୟାତ ଚିତ୍ରଶିଳ୍ପୀ ପଦ୍ମଶ୍ରୀ ବିନୋଦ ମହାରଣା ପ୍ରମୁଖ ଯୋଗଦେଇ ପ୍ରଦର୍ଶନୀକୁ ଉଦଘାଟନ କରିବା ସହ ଉଦବୋଧନ ଦେଇଥିଲେ। ଏଥିରେ ସମକାଳୀନ ଚିତ୍ର ଶିଳ୍ପୀମାନଙ୍କ… Continue reading ସମକାଳୀନ ଚିତ୍ର ପ୍ରଦର୍ଶନ

You cannot copy content of this page