ଭୁବନ: ଓଡ଼ିଶ ଗ୍ରାମ ପଂଚାୟତର ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଛାତ୍ରଛାତ୍ରୀଙ୍କୁ ସ୍କୁଲ୍ ପୋଷାକ ବିତରଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ବିଦ୍ୟାଳୟର ସମସ୍ତ ଛାତ୍ରଛାତ୍ରୀଙ୍କୁ ପୋଷାକ ବିତରଣ କରାଯାଇଥିବା ଦେଖିବାକୁ ମିଳିଛି । ପୋଷାକ ବିତରଣ କାର୍ଯ୍ୟକ୍ରମରେ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ଗୋବର୍ଦ୍ଧନ ବେହେରାଙ୍କ ସହ ଅନ୍ୟ ସମସ୍ତ ଶିକ୍ଷକ ଉପସ୍ଥିତ ରହିଥିବାବେଳେ ବିଦ୍ୟାଳୟର ଅନ୍ୟାନ୍ୟ କର୍ମକର୍ତ୍ତାମାନେ ମଧ୍ୟ ଉପସ୍ଥିତ ରହି ଛାତ୍ରଛାତ୍ରୀମାନଙ୍କୁ ପୋଷାକ ବିତରଣ କରିଥିବା ଦେଖିବାକୁ ମିଳିଥିଲା । ଉପସଭାପତି କୁନି ବେହେରା ମଧ୍ୟ… Continue reading ଓଡ଼ିଶ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଛାତ୍ରଛାତ୍ରୀଙ୍କୁ ପୋଷାକ ବିତରଣ କାର୍ଯ୍ୟକ୍ରମ ଅନୁଷ୍ଠିତ
ଓଡ଼ିଶ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଛାତ୍ରଛାତ୍ରୀଙ୍କୁ ପୋଷାକ ବିତରଣ କାର୍ଯ୍ୟକ୍ରମ ଅନୁଷ୍ଠିତ
