ଶିଶୁ ପ୍ରତିଭା ଅଭିଷ୍କା ଷଣ୍ଢଙ୍କୁ ସମ୍ବର୍ଦ୍ଧନା

ଭୁବନ: ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସରେ ନିଜର ସ୍ଥାନ ପାଇଥିବାରୁ କୁନି ଝିଅ ଅଭିଷ୍କାଙ୍କୁ ଶୁଭେଚ୍ଛାର ସୁଅ ଛୁଟିଛି। କୋମଳ ବୟସରେ ବହୁ ଜ୍ଞାନ ଆହରଣ କରିପାରିଥିବାରୁ ତାଙ୍କୁ ଏହି ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ ମିଳିପାରିଛି। ତେଣୁ ଅଭିଷ୍କାଙ୍କୁ ନିଜ ଅଂଚଳ ତଥା ବିଭିନ୍ନ ସଂସ୍ଥା ପକ୍ଷରୁ ତାଙ୍କୁ ଶୁଭେଚ୍ଛା ଓ ସମ୍ବର୍ଦ୍ଧନା କରାଯାଉଥିବା ଦେଖିବାକୁ ମିଳିଛି। ଏହି ଅବସରରେ ଭୁବନେଶ୍ୱରସ୍ଥିତ ସାମାଜିକ ଅନୁଷ୍ଠାନ ଉତ୍କଳ ବୁଲେଟିନ ଚାରିଟେବଲ ଟ୍ରଷ୍ଟ୍ ପକ୍ଷରୁ ଅଭିଷ୍କାଙ୍କ ନିଜ ଗ୍ରାମରେ… Continue reading ଶିଶୁ ପ୍ରତିଭା ଅଭିଷ୍କା ଷଣ୍ଢଙ୍କୁ ସମ୍ବର୍ଦ୍ଧନା

ନୃତ୍ୟନିପୁଣା ଓଡ଼ିଶୀ ନୃତ୍ୟ ଅନୁଷ୍ଠାନର ବିଦେଶ ଗ୍ରସ୍ତ

ଭୁବନେଶ୍ୱର: ସ୍ଥାନୀୟ ଅଗ୍ରଣୀ ଓଡିଶୀ ନୃତ୍ୟ ଅନୁଷ୍ଠାନ ନୃତ୍ୟନିପୁଣାର ନୃତ୍ୟଶିଳ୍ପୀ ଅର୍ଚ୍ଚିତା ପ୍ରଧାନ, ପ୍ରତିଷ୍ଠାତ୍ରୀ ପ୍ରତିମା ମିଶ୍ର ଏବଂ ନିର୍ଦ୍ଦେଶିକା ଡଃ ପ୍ରିୟଙ୍କା ମିଶ୍ରଙ୍କ ଦୁବାଇ ଗ୍ରସ୍ତ । ଅନୁଷ୍ଠାନ ର ନୃତ୍ୟାଙ୍ଗନାମାନେ ଦୁବାଇର AI AJYAL THEATRE ଠାରେ ଓଡ଼ିଶୀ ନୃତ୍ୟ ଏବଂ ସମ୍ବଲପୁରୀ ନୃତ୍ୟ ପରିବେଷଣ କରିଥିଲେ । ଅନୁଷ୍ଠାନର ନିର୍ଦ୍ଦେଶିକା ପ୍ରିୟଙ୍କା , ଏହାର ଶ୍ରେୟ ତାଙ୍କ ଗୁରୁ ଡଃ ଗଜେନ୍ଦ୍ର ପଣ୍ଡା ସାର୍ ଙ୍କୁ ଦେଇଛନ୍ତି ଏବଂ ତତ୍ ସହିତ ହିନ୍ଦୁସ୍ଥାନ… Continue reading ନୃତ୍ୟନିପୁଣା ଓଡ଼ିଶୀ ନୃତ୍ୟ ଅନୁଷ୍ଠାନର ବିଦେଶ ଗ୍ରସ୍ତ

ସାରସ୍ୱତ ସାଧିକା ଇନ୍ଦିରା ପଟ୍ଟନାୟକଙ୍କ ବିୟୋଗ

ଭୁବନେଶ୍ୱର: ବରିଷ୍ଠ ସାମ୍ବାଦିକ, ସ୍ତମ୍ଭକାର, ସମାଜର ପୂର୍ବତନ ସମ୍ପାଦକ ବହୁମୁଖି ବ୍ୟକ୍ତିତ୍ୱର ଅଧିକାରୀ ପ୍ରଦୋଷ ପଟନାୟକଙ୍କ ସହଧର୍ମିଣୀ ତଥା ବରିଷ୍ଠ ସମାଜସେବିକା, ଉକôଳ ମହିଳା ସମିତିର ଆଜୀବନ ସଦସ୍ୟା, ପୂଜ୍ୟ ପୂଜା ପ୍ରାଣ, ସମାଜ ସଂସ୍କାରିକା ଇନ୍ଦିରା ପଟ୍ଟନାୟକଙ୍କ ୭୦ ବର୍ଷ ବୟସରେ ଏକ ଘରୋଇ ହସ୍ପିଟାଲରେ ବିୟୋଗ ଘଟିଛି । ଉକ୍ତ ବିୟୋଗ ଖବର ପାଇ ରାଜ୍ୟର ବିଶିଷ୍ଟ ବ୍ୟକ୍ତିବିଶେଷ, ସଂଗଠନ ପ୍ରମୁଖ ତାଙ୍କ ଖାରବେଳ ନଗର ବାସଭବନ ଯାଇ ଅନ୍ତିମ ଦର୍ଶନ କରିଥିଲେ ।… Continue reading ସାରସ୍ୱତ ସାଧିକା ଇନ୍ଦିରା ପଟ୍ଟନାୟକଙ୍କ ବିୟୋଗ

You cannot copy content of this page