ସମ୍ମାନ ଜନକ ବି ଭୋକାଲ ସିଏସ୍ଆର୍ ୨୫ ପୁରସ୍କାରରେ ସମ୍ମାନିତ ହେଲା ଟିପିଏସ୍ଓଡିଏଲ୍

ବ୍ରହ୍ମପୁର: ଟିପି ସଦର୍ଣ୍ଣ ଓଡ଼ିଶା ଡିଷ୍ଟ୍ରିବ୍ୟୁସନ ଲିମିଟେଡ (ଟିପିଏସ୍ଓଡିଏଲ୍) ସମ୍ମାନ ଜନକ ବି ଭୋକାଲ ସିଏସ୍ଆର୍ ୨୫ ପୁରସ୍କାରରେ ସମ୍ମାନିତ ହୋଇଛି। ଅର୍ଗାନିକ୍ ଫିଙ୍ଗର୍ ମିଲେଟକୁ ପ୍ରୋତ୍ସାହନ ଯୋଗାଉଥିବାରୁ ଶକ୍ତି ବର୍ଗରେ ଟିପିଏସ୍ଓଡିଏଲକୁ ଏହି ପୁରସ୍କାର ମିଳିଛି। ଏହି ପୁରସ୍କାର ଦକ୍ଷିଣ ଓଡ଼ିଶାରେ ଗ୍ରାମୀଣ ଜୀବିକାରେ ଉନ୍ନତି ଆଣିବା ଏବଂ ମହିଳା ନେତୃତ୍ଵାଧୀନ ଚାଷ କାର୍ଯ୍ୟକୁ ପ୍ରୋତ୍ସାହନ ଯୋଗାଇବା କ୍ଷେତ୍ରରେ ଟିପିଏସ୍ଓଡିଏଲର ପ୍ରତିବଦ୍ଧତାକୁ ଦର୍ଶାଏ। ଟିପିଏସ୍ଓଡିଏଲର ଏହି ପ୍ରୋଜେକ୍ଟ କୋରାପୁଟ ଜିଲ୍ଲାର ଏନଜିଓ ପ୍ରଗତିର ସହଭାଗିତାରେ ବୈପାରିଗୁଡା‌… Continue reading ସମ୍ମାନ ଜନକ ବି ଭୋକାଲ ସିଏସ୍ଆର୍ ୨୫ ପୁରସ୍କାରରେ ସମ୍ମାନିତ ହେଲା ଟିପିଏସ୍ଓଡିଏଲ୍

ଆର୍ଯ୍ୟସମାଜ ଓଡ଼ିଶା ପକ୍ଷରୁ ନବମାତୃକା ପୂଜା

ପୂଜ୍ୟପୂଜା ଉତ୍କଳର ପାତାଳଭେଦି ସଂସ୍କୃତି: ବାଗ୍ନୀ ପ୍ରଦ୍ୟୁମ୍ନ ଶତପଥୀଭୁବନେଶ୍ୱର : ମହର୍ଷି ଦୟାନନ୍ଦଙ୍କ ପ୍ରତିଷ୍ଠିତ ସଂସ୍କାରବାଦୀ ସଂଗଠନ ଆର୍ଯ୍ୟ ସମାଜ ପକ୍ଷରୁ ସୋମବାର ନବରାତ୍ରର ପ୍ରଥମ ଦିବସ ଆଶ୍ୱିନ ଶୁକ୍ଳ ପତିପଦାର ପବିତ୍ର ତିଥିରେ ଚନ୍ଦ୍ରଶେଖରପୁର ଶ୍ରୀଅରବିନ୍ଦ ନଗରସ୍ଥିତ ସ୍ୱାମୀ ବ୍ରହ୍ମାନନ୍ଦ ଭବନଠାରେ ଆର୍ଯ୍ୟସମାଜ ଓଡ଼ିଶାର ସଭାପତି ଡଃ ଆର୍ଯ୍ୟକୁମାର ଜ୍ଞାନେନ୍ଦ୍ରଙ୍କ ପୌରହିତ୍ୟରେ ମହାସମାରୋହରେ ପାଳିତ ହୋଯାଇଛି । କାର୍ଯ୍ୟକ୍ରମକୁ ଆନୁଷ୍ଠାନିକ ଭାବେ ଉଦ୍ଘାଟନ କରି ଭୁବନେଶ୍ୱର ମହାନଗର ନିଗମର ମେୟର ସୁଲୋଚନା ଦାସ କହିଲେ ଯେ,… Continue reading ଆର୍ଯ୍ୟସମାଜ ଓଡ଼ିଶା ପକ୍ଷରୁ ନବମାତୃକା ପୂଜା

You cannot copy content of this page