ବରନାଳୀ ବିଦ୍ୟାଳୟରେ ବୃକ୍ଷରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ

ଭୁବନ: ସରକାରୀ ଉଚ୍ଚ ବିଦ୍ୟାଳୟ ବରନାଳୀଠାରେ ଶିକ୍ଷକ ରଂଜନ କୁମାର ଷଣ୍ଢ, ଶିକ୍ଷୟିତ୍ରୀ ଉର୍ମିଳା ରଣାଙ୍କ ଉପସ୍ଥିତିରେ ବିଦ୍ୟାଳୟରେ ବୃକ୍ଷରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଏହି ଅବସରରେ ଉକ୍ତ ବିଦ୍ୟାଳୟ ପରିସରରେ ସାମାଜିକ ଅନୁଷ୍ଠାନ ଉତ୍କଳ ବୁଲେଟିନ ଚାରିଟେବଲ ଟ୍ରଷ୍ଟ୍ ର ସଦସ୍ୟମାନେ ଯୋଗଦେଇ ବୃକ୍ଷରୋପଣ କାର୍ଯ୍ୟକ୍ରମରେ ସହଯୋଗ କରିଥିବାଦେଖିବାକୁ ମିଳିଥିଲା। ଏଥିରେ ସହଯୋଗ କରିଥିବା ଉତ୍କଳ ବୁଲେଟିନ ଚାରିଟେବଲର ସଦସ୍ୟମାନେ ହେଲେ ସତ୍ୟବାଦୀ ରଣା, କୈଳାସ ବେହେରା, ସାମ୍ବାଦିକ ଓ ସମାଜସେବୀ ବିମଳ କୁମାର ରଣା… Continue reading ବରନାଳୀ ବିଦ୍ୟାଳୟରେ ବୃକ୍ଷରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ

You cannot copy content of this page