ଭୁବନେଶ୍ୱର ଜାତିର ପିତା ମହାତ୍ମାଗାନ୍ଧୀଙ୍କ 157 ତମ ଜୟନ୍ତୀ ବିଧାନସଭା ପରିସରରେ ପ୍ରତିମୂର୍ତ୍ତିରେ ପୁଷ୍ପମାଲ୍ୟ ଅର୍ପଣସହ ଶ୍ରଦ୍ଧାଞ୍ଜଳି ସଭା ଅନୁଷ୍ଠିତ ହୋଇଯାଇଛି l ଉକ୍ତ କାର୍ଯ୍ୟକ୍ରମ ଓଡିଶାର ମହାମହିମ ମାନ୍ୟବର ରାଜ୍ୟପାଳ ଡ଼ ହରିବାବୁ କମ୍ଭମପତି, ମାନ୍ୟବର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ, ଏକାମ୍ର ବିଧାୟକ ବାବୁ ସିଂ, ବରିଷ୍ଠ ସାମ୍ବାଦିକ ତଥା ଅଧ୍ୟକ୍ଷ ପୂଜ୍ୟପୂଜା ସଂସ୍କୃତି ସୁରକ୍ଷା ଅଭିଯାନର ପ୍ରଦ୍ୟୁମ୍ନ ଶତପଥୀ, ସଂସ୍କୃତିପୁରୁଷ ଡ଼ଃ ଆର୍ଯ୍ୟ କୁମାର ଜ୍ଞାନେନ୍ଦ୍ର, ସାରସ୍ୱତ ସାଧିକା ଡ଼ଃ ଅରୁନ୍ଧତୀ ଦେବୀ,… Continue reading ଗାନ୍ଧିଜୀଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ
ଗାନ୍ଧିଜୀଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ
