ଚାନ୍ଦବାଲି ବ୍ଲକରେ ଯୋଗଶିକ୍ଷକଙ୍କର ଗୁରୁତ୍ୟପୂର୍ଣ୍ଣ ବୈଠକ ଅନୁଷ୍ଠିତ

ଚାନ୍ଦବାଲି: ପ୍ରଥମଥର ପାଇଁ ଚାନ୍ଦବାଲି ବ୍ଲକରେ ଯୋଗପ୍ରଶିକ୍ଷଣ ମାନଙ୍କର ଏକ ବୈଠକ ଅନୁଷ୍ଟିତ ହୋଇଥିଲା | ବୈଠକରେ ଜିଲ୍ଲାସଭାପତି ସୁରେଶ ନାୟକ, ଉପଦ୍ରେଷ୍ଟା ରମାକାନ୍ତ ପାଣୀଗ୍ରାହୀ, ସମ୍ପାଦକ ସୂର୍ଯ୍ଯକାନ୍ତ ନାୟକ ଏବଂ ମହାନ ଯୋଗୀ ତଥା ଆଦରଣୀୟ ବଡଭଉଣୀ ଗୀତାରାଣୀ ସାଙ୍କ ଉପସ୍ଥିତରେ ଭାରତୀୟ ସଂସ୍କୂତି ପରମ୍ପରା ଅନୁଯାଯୀ ଭଗବାନ ଶିବଙ୍କ ନିକଟରେ ଦୀପପ୍ରଜ୍ଜୋଳନ କରାଯାଇଥିଲା ମାନସ ରଞ୍ଜନ ହାତୀଙ୍କ ଦ୍ବାରା ବୈଠକଟି ଆରମ୍ଭ ହୋଇଥିଲା | ବାସ୍ତବରେ ସମସ୍ତେ ଜାଣନ୍ତି ଯୋଗ ଅଭ୍ୟାସ ଶରୀର ପାଇଁ… Continue reading ଚାନ୍ଦବାଲି ବ୍ଲକରେ ଯୋଗଶିକ୍ଷକଙ୍କର ଗୁରୁତ୍ୟପୂର୍ଣ୍ଣ ବୈଠକ ଅନୁଷ୍ଠିତ

ଝରଣେଶ୍ୱର ମହାଦେବଙ୍କ ମନ୍ଦିର ସଫେଇ ଓ ବୃକ୍ଷରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ

ଭୁବନ: ସାମାଜିକ ସଂଗଠନ ଉତ୍କଳ ବୁଲେଟିନ ଚାରିଟେବଲ ଟ୍ରଷ୍ଟ ର ସମସ୍ତ ସ୍ୱେଚ୍ଛାସେବୀଙ୍କ ଦ୍ୱାରା ବାବା ଝରଣେଶ୍ୱର ମନ୍ଦିର ପ୍ରାଙ୍ଗଣ ସଫେଇ ଓ ଚତୁଃପାଶ୍ୱର୍ରେ ବୃକ୍ଷରୋପଣ କରିଥିବା ଦେଖିବାକୁ ମିଳିଛି । ଏଥିରେ ବରିଷ୍ଠ ସ୍ୱେଚ୍ଛାସେବୀ ସତ୍ୟବାଦୀ ରଣା, ବିକ୍ରମ ରଣା, ପଂଚାନନ ସେନାପତି, ଭାଗବତ ସେଠୀ, ରଂଜନ କୁମାର ସେଠୀ, ଲିଙ୍ଗରାଜ ସେଠୀ, ଲୁଲୁ ସେଠୀ, ନୂତନ ଙ୍କ ସହ ନୂତନ ଭାବେ ଏହି ସାମାଜିକ ଅନୁଷ୍ଠାନରେ ସାମିଲ ହୋଇଥିବା ୩ଜଣ ଝିଅ ମଧ୍ୟ ଏହି… Continue reading ଝରଣେଶ୍ୱର ମହାଦେବଙ୍କ ମନ୍ଦିର ସଫେଇ ଓ ବୃକ୍ଷରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ

ସ୍ୱର୍ଗତଃ ପ୍ରାଣନାଥ ପଟନାୟକଙ୍କ ୫୫ ତମ ଶ୍ରାଦ୍ଧବାର୍ଷିକୀ ଶ୍ରଦ୍ଧାଞ୍ଜଳି କାର୍ଯ୍ୟକ୍ରମ

ଭୁବନେଶ୍ୱର: ମହାନ ସ୍ୱାଧୀନତା ସଂଗ୍ରାମୀ, ବିପ୍ଳବୀ, ପ୍ରାକ୍ତନ ବିଧାୟକ, କୃଷି ଓ କୃଷକ ଆନେ୍ଦାଳନର ସମର୍ପିତ କାଣ୍ଡାରୀ, ଶିକ୍ଷାବିତ, ସଂଗଠକ ସ୍ୱର୍ଗତଃ ପ୍ରାଣନାଥ ପଟନାୟକଙ୍କ ୫୫ ତମ ଶ୍ରାଦ୍ଧବାର୍ଷିକରେ ଶ୍ରଦ୍ଧାଞ୍ଜଳି କାର୍ଯ୍ୟକ୍ରମ ସ୍ଥାନୀୟ ଖାରବେଳନଗର ଠାରେ ଥିବା ତାଙ୍କ ପ୍ରତିମୂର୍ତ୍ତି ସ୍ଥଳରେ ପୁଷ୍ପମାଲ୍ୟ ଅର୍ପଣ ପୂର୍ବକ ଅନୁଷ୍ଠିତ ହୋଇଯାଇଛି । ପୂଜ୍ୟପୂଜା ସଂସ୍କୃତି ସୁରକ୍ଷା ଅଭିଯାନର ଅଧ୍ୟକ୍ଷ ତଥା ବରିଷ୍ଠ ସାମ୍ବାଦିକ ପ୍ରଦ୍ୟୁମ୍ନ ଶତପଥୀଙ୍କ ସଭାପତିତ୍ୱରେ ଅନୁଷ୍ଠିତ ଏହି ପଥପ୍ରାନ୍ତ ସ୍ମତିଚାତଣ ସଭାରେ ଶ୍ରୀଯୁକ୍ତ ଶତପଥୀ ମତବ୍ୟକ୍ତ… Continue reading ସ୍ୱର୍ଗତଃ ପ୍ରାଣନାଥ ପଟନାୟକଙ୍କ ୫୫ ତମ ଶ୍ରାଦ୍ଧବାର୍ଷିକୀ ଶ୍ରଦ୍ଧାଞ୍ଜଳି କାର୍ଯ୍ୟକ୍ରମ

You cannot copy content of this page