ମାଣିକାଗୋଡ଼ା: ଦଶହରାରେ ସାରା ରାଜ୍ୟ ଉତ୍ସବ ମୁଖର ହୋଇଥିବାବେଳେ ମା’ ଦୁର୍ଗାଙ୍କ ପୂଜାର୍ଚ୍ଚନା ଖୁବ୍ ଧୂମଧାମରେ ପାଳନ କରିଥାନ୍ତି ଖୋର୍ଦ୍ଧାଜିଲ୍ଲାର ମାଣିକାଗୋଡ଼ା ଗ୍ରାମବାସୀମାନେ। ଏହି ଗ୍ରାମରେ ଦଶହରାକୁ ବହୁ ଆଡମ୍ବର ସହକାରେ ପାଳନ କରାଯାଇଥାଏ। ଏହି ଦଶହରା ପର୍ବ ଅବସରରେ ଏକ ବିଶେଷ ପରମ୍ପରା ଦେଖିବାକୁ ମିଳିଥାଏ ମାଣିକାଗୋଡ଼ା ଗ୍ରାମରେ। ଏହି ଗ୍ରାମରେ ଦଶହରାରେ ମା’ଙ୍କ ପୂଜାର୍ଚ୍ଚନାକୁ ଦୁଇ ସମ୍ପ୍ରଦାୟ ମୁସଲମାନ ଏବଂ ହିନ୍ଦୁ ମିଳିମିଶି ପାଳନ କରିଥାନ୍ତି। ଦଶହରା ଅବସରରେ ମା’ଙ୍କ ଅପରାଜିତା ହୋମ ଅନୁଷ୍ଠିତ… Continue reading ଧୂମଧାମରେ ମାଣିକାଗୋଡ଼ା ଦଶହରା ପାଳିତ
ଧୂମଧାମରେ ମାଣିକାଗୋଡ଼ା ଦଶହରା ପାଳିତ
