ନାଚୁଣୀ କଲେଜରେ ସାଇବର ସଚେତନତା କାର୍ଯ୍ୟକ୍ରମ

ଚିଲିକା: ଖୋର୍ଦ୍ଧା ଜିଲ୍ଲା ନାଚୁଣୀ ଥାନା ତରଫରୁ ନାଚୁଣୀ ମହାବିଦ୍ୟାଳୟ ଠାରେ ଏକ ସାଇବର ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଅଛି। ଏହି ଉପଲକ୍ଷେ ନାଚୁଣୀ. ମହାବିଦ୍ୟାଳୟ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ କଲେଜର ଅଧ୍ୟକ୍ଷ ଡକ୍ଟର ସୁନୀଲ କୁମାର ପଟ୍ଟନାୟକ ସଭାପତିତ୍ୱ କରିଥିବା ବେଳେ ମୁଖ୍ୟ ଅତିଥି ଭାବେ ନାଚୁଣୀ ଥାନା ଭାର ପ୍ରାପ୍ତ ଅଧିକାରୀ ଚନ୍ଦ୍ରଶେଖର ଜେନା ଯୋଗ ଦେଇ ସାଇବର ସୁରକ୍ଷା ମହତ୍ୱ ସଂପର୍କରେ ଆଲୋକପାତ କରିଥିଲେ । ଅନ୍ୟତମ ଅତିଥି ଭାବେ ସାଇ… Continue reading ନାଚୁଣୀ କଲେଜରେ ସାଇବର ସଚେତନତା କାର୍ଯ୍ୟକ୍ରମ

ଐତିହାସିକ, ଗବେଷକ ଡ. ପ୍ରଫୁଲ ଚନ୍ଦ୍ର ତ୍ରିପାଠୀଙ୍କ“କଥା ବୀଥିକା” ଲୋକାର୍ପିତ

ଭୁବନେଶ୍ୱର: ବିଶିଷ୍ଟ ଐତିହାସିକ, ଗବେଷକ, ଓଡ଼ିଆ ଭାଷା ସାହିତ୍ୟ ର ଅତୁଳନୀୟ ପୁଜ୍ୟପୂଜା ପ୍ରାଣ ପ୍ରଫୁଲ ଚନ୍ଦ୍ର ତି୍ରପାଠୀଙ୍କ ୮୫ତମ ଶୁଭ ଜନ୍ମଦିବସ ଅବସରରେ, ବରିଷ୍ଠ ସାମ୍ବାଦିକ, ପୁଜ୍ୟପୂଜା ସଂସ୍କୃତି ସୁରକ୍ଷା ଅଭିଯାନ, ଓଡ଼ିଶା ନାଗରିକ ମହାମଂଚର ଅଧ୍ୟକ୍ଷ ପ୍ରଦୁ୍ୟମ୍ନ ଶତପଥୀଙ୍କ ସଂଯୋଜନାରେ ପୁସ୍ତକ “କଥା ବୀଥିକା”ର ଶୁଭ ଉନ୍ମୋଚନ ହୋଇଯାଇଛି । ଉକ୍ତ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ମହାନ ଆଧ୍ୟାମିôକ ସାରସ୍ୱତ ସାଧକ ବ୍ରହ୍ମା ନନ୍ଦ ସରସ୍ୱତୀ, ସମ୍ମାନିତ ଅତିଥି ଭାବେ ପଦ୍ମଶ୍ରୀ ଡ.… Continue reading ଐତିହାସିକ, ଗବେଷକ ଡ. ପ୍ରଫୁଲ ଚନ୍ଦ୍ର ତ୍ରିପାଠୀଙ୍କ“କଥା ବୀଥିକା” ଲୋକାର୍ପିତ

You cannot copy content of this page