ସମୀକ୍ଷା କଲେ ରାଜସ୍ବ ମନ୍ତ୍ରୀ

ରାଉରକେଲା: ରାଷ୍ଟ୍ରାୟତ ଉଦ୍ୟୋଗ ସେଲ୍ ଅଧିନସ୍ତ ରାଉରକେଲା ଇସ୍ପାତ କାରଖାନାକୁ ଲିଜ୍‌ ଦିଆଯାଇଥିବା ଅବ୍ୟବହୃତ ସରକାରୀ ଜମିର ସମୀକ୍ଷା କଲେ ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ। ୩୦ ହଜାର କୋଟି ଟଙ୍କାର ସମ୍ପ୍ରସାରଣ ପ୍ରକଳ୍ପ ଓ ରାଉରକେଲା ବିମାନବନ୍ଦର ବିକାଶରେ ବାଧା ଦୂର କରିବା ଉପରେ ଗୁରୁତ୍ବI ରାଉରକେଲାରେ ଆୟୋଜିତ ଏକ ଉଚ୍ଚସ୍ତରୀୟ ସମୀକ୍ଷା ବୈଠକରେ ରାଜସ୍ବ ମନ୍ତ୍ରୀ ଆରଏସପି କୁ ପୂର୍ବରୁ ଲିଜ୍‌ ଦିଆଯାଇଥିବା ସରକାରୀ ଜମିର ଅବ୍ୟବହାର ଓ ଜବରଦଖଲକାରୀ ଙ୍କ ଦ୍ଵାରା ଅବୈଧ… Continue reading ସମୀକ୍ଷା କଲେ ରାଜସ୍ବ ମନ୍ତ୍ରୀ

ଉଦ୍ୟୋଗୀ ଏକ ଶ୍ରେଷ୍ଠ ସିଦ୍ଧାନ୍ତ ଆଲୋଚନା ଚକ୍ର ଅନୁଷ୍ଠିତ

ଭୁବନେଶ୍ୱର ଓଡିଶା ଉଦ୍ୟୋଗୀ ପରିବାର ପକ୍ଷରୁ ସ୍ଥାନୀୟ ବୁଦ୍ଧ ମନ୍ଦିର ପରିସରରେ ଆଜିର ଆହ୍ୱାନ “ଉଦ୍ୟୋଗୀ ଏକ ଶ୍ରେଷ୍ଠ ସିଦ୍ଧାନ୍ତ” ଶୀର୍ଷକ ଆଲୋଚନା ଚକ୍ର ଓ ମାସିକ କର୍ମଶାଳା ସମୀକ୍ଷା ବୈଠକ ବିଜୟ କୁମାର ସାହୁ ଓ ଶ୍ରୀକାନ୍ତ ସାହୁଙ୍କ ସଂଯୋଜନା ସହିତ ସଭାପତି, ବିଶିଷ୍ଟ ଉଦ୍ୟୋଗୀ ଶିବ ନାରାୟଣ ମିଶ୍ରଙ୍କ ସଭାପତିତ୍ବ ରେ ଅନୁଷ୍ଠିତ ହୋଇଯାଇଛି l ଉକ୍ତ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଆଇ,ଡି, ଆଇ, ବି, ବ୍ୟାଙ୍କର ଉପପ୍ରବନ୍ଧକ ଓ ଏମଏସ ଏମ… Continue reading ଉଦ୍ୟୋଗୀ ଏକ ଶ୍ରେଷ୍ଠ ସିଦ୍ଧାନ୍ତ ଆଲୋଚନା ଚକ୍ର ଅନୁଷ୍ଠିତ

ସଙ୍ଗୀତ ମାଧ୍ୟମରେ ହ୍ୟୁମାନ ସାଗରଙ୍କୁ ଶ୍ରଦ୍ଧାଞ୍ଜଳି

ଭୁବନେଶ୍ୱର: କଥା ଦେଇଥିଲେ ନିଶ୍ଚୟ ଗାଇବା ପାଇଁ ଓ ଏ ଗୀତ ଆଉ କାହାକୁ ଦେବେନି ବୋଲି ମଧ୍ୟ କହିଥିଲେ । ତିନିଦିନ ପରେ ଗୀତ ଗାଇବାକୁ କଥା ଦେଇଥିବା କଣ୍ଠଶିଳ୍ପୀ ମେଡ଼ିକାଲରେ ଚିକିତ୍ସା ପାଇଁ ଚାଲି ଯାଇଥିଲେ । ତାପରେ ସେ ଏ ଦୁନିଆ ଛାଡି ଚାଲିଗଲେ । ଆଜି ସୁର ଭାଇବ୍ରେସନ ଷ୍ଟୁଡିଓ ଠାରେ ଦିବଙ୍ଗତ କଣ୍ଠଶିଳ୍ପୀ ହ୍ୟୁମାନ ସାଗର ଙ୍କୁ ସେଇ ସଙ୍ଗୀତକୁ ସମର୍ପିତ କରି “କୁଆଡେ ଗଲୁ କୁଆଡେ ଗଲୁ” ଅଡିଓ… Continue reading ସଙ୍ଗୀତ ମାଧ୍ୟମରେ ହ୍ୟୁମାନ ସାଗରଙ୍କୁ ଶ୍ରଦ୍ଧାଞ୍ଜଳି

ନାଚୁଣୀ କଲେଜରେ ଏଡ୍ସ ଦିବସ ପାଳିତ

ଚିଲିକା: ନାଚୁଣୀ କଲେଜରେ ବିଶ୍ଵ ଏଡ୍ସ ଦିବସ ପାଳିତ ହୋଇଯାଇଅଛି | ଏହି ଉପଲକ୍ଷେ ବିଶ୍ୱ ଯୁବ ରେଡ କ୍ରସ ତରଫରୁ ଏକ ଆଲୋଚନା ଚକ୍ର କଲେଜ ପରିସର ମଧ୍ୟରେ ଅନୁଷ୍ଠିତ ହୋଇଥିଲା।ଏହି ଆଲୋଚନା ଚକ୍ରରେ କଲେଜର ଅଧ୍ୟକ୍ଷ ଡକ୍ଟର ସୁନୀଲ କୁମାର ପଟ୍ଟନାୟକ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଏଡ୍ସ ଦିବସ ଆଭିମୁଖ୍ୟ ସମ୍ପର୍କରେ ଆଲୋକପାତ କରିବା ସହ ଏହାର କାରଣ ଏବଂ ନିରାକରଣ ସମ୍ପର୍କରେ ବିସ୍ତୃତ ଭାବରେ ଆଲୋଚ଼ନା କରିଥିଲେ । ଆଜିର ଯୁବ… Continue reading ନାଚୁଣୀ କଲେଜରେ ଏଡ୍ସ ଦିବସ ପାଳିତ

You cannot copy content of this page