ଭିଜିଲାନ୍ସ ବିଭାଗର ସମୀକ୍ଷା ବୈଠକ

ଭୁବନେଶ୍ବର: ଲୋକସେବା ଭବନରେ ଅନୁଷ୍ଠିତ ରେ କଡ଼ା ସନ୍ଦେଶ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ବିଭାଗକୁ ସଶକ୍ତ କରିବା ପାଇଁ ମାନବସମ୍ବଳ ଠାରୁ ଟେକ୍ନୋଲୋଜି ପର୍ୟ୍ୟନ୍ତ ସମସ୍ତ କ୍ଷେତ୍ରରେ ସହାୟତା ଯୋଗାଇଦିଆଯିବ ବୋଲି ମୁଖ୍ୟମନ୍ତ୍ରୀ ଶ୍ରୀ ମାଝୀ କହିଛନ୍ତି। ଦୁର୍ନୀତିଖୋରଙ୍କ ବିରୋଧରେ କାର୍ୟ୍ୟାନୁଷ୍ଠାନ ନେବା ପାଇଁ ମୁଖ୍ୟମନ୍ତ୍ରୀ ନିଦେ୍ର୍ଦଶ ଦେଇଛନ୍ତି । ୨୦୨୫ ଏପ୍ରିଲ ପହିଲାରୁ ଡିସେମ୍ୱର ୩୧ ମଧ୍ୟରେ ରାଜ୍ୟ ସରକାର ଭିଜିଲାନ୍ସକୁ ୧୨୫ଟି ମାମଲାର ତଦନ୍ତ ପାଇଁ ନିର୍ଦ୍ଦେଶ ଦେଇଛନ୍ତି । ଏହି… Continue reading ଭିଜିଲାନ୍ସ ବିଭାଗର ସମୀକ୍ଷା ବୈଠକ

You cannot copy content of this page