ରକ୍ତଦାନ କଲେ, ଅମୂଲ୍ୟ ଜୀବନ ବଞ୍ଚାଇଲେ

ବଲାଙ୍ଗୀର: ସୁବର୍ଣ୍ଣପୁର ଜିଲ୍ଲା ବୀରମହାରାଜପୁର ବ୍ଲକ ମୁର୍ଷୁଣ୍ଡି ଗ୍ରାମର ୧୪ ବର୍ଷ ଝିଅ ଚୁଲବୁଲି ବଞ୍ଛୋର ବଲାଙ୍ଗୀର ଭୀମଭୋଇ ମେଡିକାଲରେ ଚିକିତ୍ସିତ ହେଉଛନ୍ତି । ତାଙ୍କ ଶରୀରରେ 4% ରକ୍ତ ଥିବାରୁ ଜରୁରି ପରିସ୍ଥିତିରେ ଡାକ୍ତର ତାଙ୍କୁ ରକ୍ତ ଦେବାକୁ ପରାମର୍ଶ ଦେଇଥିଲେ l ବଲାଙ୍ଗୀରରେ ତାଙ୍କର କୌଣସି ସମ୍ପର୍କୀୟ ନଥିବାରୁ ରକ୍ତ ଯୋଗାଡ଼ କରିବାରେ ପରିବାର ଲୋକେ ବହୁ ଅସୁବିଧାର ସମ୍ମୁଖୀନ ହେଉଥିଲେ। ଖବର ପାଇ ସେମାନେ ବଲାଙ୍ଗୀର ଜିଲ୍ଲା ଯୁବ କୁଲୁତା ସମାଜକୁ ଫୋନ୍… Continue reading ରକ୍ତଦାନ କଲେ, ଅମୂଲ୍ୟ ଜୀବନ ବଞ୍ଚାଇଲେ

ଇଣ୍ଡିଆୱାନ୍ ଏୟାର ବିମାନ ଦୁର୍ଘଟଣା, ଅଳ୍ପକେ ବର୍ତ୍ତିଲେ ଯାତ୍ରୀ ଓ କ୍ରିଉ ମେମ୍ବର

ରାଉରକେଲା: ଭୁବନେଶ୍ୱରରୁ ରାଉରକେଲା ଆସୁଥିବା ଇଣ୍ଡିଆୱାନ୍ ଏୟାର ର ଏକ ୯-ସିଟର ବିମାନ ଶନିବାର ଦିନ ରାଉରକେଲା ବିମାନବନ୍ଦରରୁ ପ୍ରାୟ ୧୫–୨୦ କିଲୋମିଟର ଦୂର ଜଲଦା ଅଞ୍ଚଳରେ ଦୁର୍ଘଟଣାଗ୍ରସ୍ତ ହୋଇଛି। ବୈଷୟିକ ତ୍ରୁଟି ଯୋଗୁଁ ଉଡାଣ ସମୟରେ ପାଇଲଟ୍ ଙ୍କୁ ‘ମେଡେ’ ସଙ୍କେତ ଦେବା ପରେ ବିମାନଟିକୁ ବାଧ୍ୟ ହୋଇ ଜରୁରୀ ଅବତରଣ କରିବାକୁ ପଡ଼ିଥିଲା। ସୂଚନା ଅନୁସାରେ, ବିମାନଟି ଦିନ ୧୨ଟା ୨୫ ମିନିଟ୍‌ରେ ଭୁବନେଶ୍ୱରରୁ ଉଡାଣ ଆରମ୍ଭ କରିଥିଲା। ବିମାନରେ ୨ ଜଣ ପାଇଲଟ୍—… Continue reading ଇଣ୍ଡିଆୱାନ୍ ଏୟାର ବିମାନ ଦୁର୍ଘଟଣା, ଅଳ୍ପକେ ବର୍ତ୍ତିଲେ ଯାତ୍ରୀ ଓ କ୍ରିଉ ମେମ୍ବର

ନିଆରା ଢଙ୍ଗରେ ଜନ୍ମୋତ୍ସଵ ପାଳନ କଲା ନିସ୍ୱାର୍ଥ ସେବା ଓଡିଶା

ଭୁବନେଶ୍ୱର: ନିଃସ୍ୱାର୍ଥ ସେବା ଓଡ଼ିଶା ର ସପ୍ତମ ପ୍ରତିଷ୍ଠା ଦିବସ କୁ ନିଆରା ଢଙ୍ଗରେ ପାଳନ କରିଛି ସଂଗଠନ । କୌଣସି ଚାକଚକ୍ୟ ଉତ୍ସବ ପାଳନ ନକରି ଜଣେ ଅସହାୟ କର୍କଟ ରୋଗୀଙ୍କ ମୁହଁରେ ହସ ଫୁଟାଇଛି ଏହି ସଂଗଠନ । ଆଚାର୍ଯ୍ୟ ହରିହର ମେଡ଼ିକାଲ ରେ ସଂଗଠନ ର କର୍ମକର୍ତ୍ତା ପହଞ୍ଚି ବାଲେଶ୍ୱର ଜିଲ୍ଲାର ପଚାଶ ବର୍ଷୀୟ କର୍କଟ ରୋଗୀ ଜୟନ୍ତ ଗିରୀଙ୍କୁ କୋଟିଏ ହଜାର କୋଟିଏ ଟଙ୍କା ଅର୍ଥରାଶି ପ୍ରଦାନ କରିଛି ସଂଗଠନ ।… Continue reading ନିଆରା ଢଙ୍ଗରେ ଜନ୍ମୋତ୍ସଵ ପାଳନ କଲା ନିସ୍ୱାର୍ଥ ସେବା ଓଡିଶା

You cannot copy content of this page