ଭୁବନେଶ୍ୱର: ପବିତ୍ର ଶ୍ରୀପଂଚମୀ ଅବସରରେ ସାମାଜିକ ଅନୁଷ୍ଠାନ “କଣ୍ଡୁରୀ ମହାଜନ ମେମୋରିଆଲ ଟ୍ରଷ୍ଟ’ ର ୧୫ତମ ବାର୍ଷିକ ଉତ୍ସବ ଓ ସଶକ୍ତ ଓଡ଼ିଶା ପକ୍ଷରୁ ଆୟୋଜିତ ମହିଳା ସଶକ୍ତିକରଣ ଅଭିଯାନ ଆଲୋଚନା ଚକ୍ର ଓ ମହିଳାଙ୍କୁ ଦୁଇ ଚକିଆ ଯାନ ପ୍ରଦାନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଅନଦା ପ୍ରଭା ରାୟଙ୍କ ସଂଯୋଜନାରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ସ୍ୱତନ୍ତ୍ର ଅତିଥି ଭାବେ ବରିଷ୍ଠ ସାମ୍ବାଦିକ, ବାଗ୍ନୀ ତଥା ଅନୁଷ୍ଠାନର ମାର୍ଗଦର୍ଶକ ପ୍ରଦ୍ୟୁମ୍ନ ଶତପଥୀ, ଉଦ୍ଘାଟକ ଭାବେ ପ୍ରାକ୍ତନ ମନ୍ତ୍ରୀ ଡଃ… Continue reading କଣ୍ଡୁରୀ ମହାଜନ ମେମୋରିଆଲ ଟ୍ରଷ୍ଟର ବାର୍ଷିକ ଉତ୍ସବ ଅନୁଷ୍ଠିତ
କଣ୍ଡୁରୀ ମହାଜନ ମେମୋରିଆଲ ଟ୍ରଷ୍ଟର ବାର୍ଷିକ ଉତ୍ସବ ଅନୁଷ୍ଠିତ