ଭୁବନ: ଭୁବନ ବ୍ଲକ୍ ଅନ୍ତର୍ଗତ ଓଡ଼ିଶ ଗ୍ରାମ ପଂଚାୟତ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ୭୭ତମ ସାଧରଣତନ୍ତ୍ର ଦିବସ ପାଳିତ ହୋଇଯାଇଛି। ଏଥିରେ ଶିକ୍ଷକ ଓ ଶିକ୍ଷୟିତ୍ରୀଙ୍କ ସହିତ ଛାତ୍ରଛାତ୍ରୀ ବିଦ୍ୟାଳୟ ପରିସରେ ଏକତ୍ରିତ ହୋଇ ପତାକା ଉଚୋାଳନ କରିଥିଲେ। ଏହାସହ ଗ୍ରାମ ପରିକ୍ରମା କରିଥିଲେ। ଏହି ପତାକା ଉତୋଳନ କାର୍ଯ୍ୟକ୍ରମରେ ପ୍ରଧାନଶିକ୍ଷକ ଗୋବର୍ଦ୍ଧନ ବେହେରା, ଅବସରପ୍ରାପ୍ତ ପ୍ରଧାନ ଶିକ୍ଷକ ବୁଧିମନ୍ତ ରଣା, ଛବିଳ ପରିଡ଼ା, ପ୍ରତାପ କୁମାର ସାହୁ, ସୁବ୍ରତ ବିଶ୍ୱାଳ, ଶିକ୍ଷୟିତ୍ରୀ ମାମିନା ରାଉତ,… Continue reading ଓଡ଼ିଶ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ୭୭ତମ ସାଧରଣତନ୍ତ୍ର ଦିବସ ପାଳିତ
ଓଡ଼ିଶ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ୭୭ତମ ସାଧରଣତନ୍ତ୍ର ଦିବସ ପାଳିତ