ଭୁବନେଶ୍ୱର: ସାଂସ୍କୃତିକ ଅନୁଷ୍ଠାନ ‘ଉତ୍କଳୀୟ ସ୍ୱାଭିମାନ ଅନୁଷ୍ଠାନ’ ତରଫରୁ ତଥା ଓଡ଼ିଆ ଭାଷା ସାହିତ୍ୟ ସଂସ୍କୃତି ବିଭାଗ ,ଓଡ଼ିଶା ସରକାର ଏବଂ କଳିଙ୍ଗ ଇନ୍ଷ୍ଟିଟ୍ୟୁଟେ ଇଣ୍ଡଷ୍ଟ୍ରିଆଲ ଟେକ୍ନଲୋଜି ଅନୁକୁଲ୍ୟରେ ବିଦଗ୍ଧକବି ଅଭିମନ୍ୟୁ ସାମନ୍ତସିଂହାରଙ୍କ ୨୬୬ତମ ଜନ୍ମ ଜୟନ୍ତୀ ମଙ୍ଗଳବାର ସ୍ଥାନୀୟ ଜୟଦେବ ଭବନ ଠାରେ ମହାସମାରୋହରେ ପାଳନ କରାଯାଇଛି | ଓଡ଼ିଆ ଭାଷା ସାହିତ୍ୟ ସଂସ୍କୃତି ଜଗତକୁ ସମୃଦ୍ଧ କରିବାରେ ଯାହାଙ୍କର ଅତୁଳନୀୟ ଅବଦାନ ଓଡ଼ିଶାର ସାହିତ୍ୟକୁ ରୁଦ୍ଧିମନ୍ତ କରିଛି ସେମାନଙ୍କ ମଧ୍ୟରେ ଵିଦଗ୍ଧକବି ଅଭିମନ୍ୟୁ ସାମନ୍ତସିଂହାର… Continue reading ଉତ୍କଳୀୟ ସ୍ୱାଭିମାନ ତରଫରୁ ଅଭିମନ୍ୟୁ ସାମନ୍ତସିଂହାରଙ୍କ ୨୬୬ତମ ଜନ୍ମ ଜୟନ୍ତୀ ପାଳନ
ଉତ୍କଳୀୟ ସ୍ୱାଭିମାନ ତରଫରୁ ଅଭିମନ୍ୟୁ ସାମନ୍ତସିଂହାରଙ୍କ ୨୬୬ତମ ଜନ୍ମ ଜୟନ୍ତୀ ପାଳନ