ଓଡ଼ିଶାର ଅଗ୍ରଣୀ ସୋଲାର ଭେଣ୍ଡର ଭାବେ ପରିଚିତ ଓଁ ଶିବ ବାବା ଟ୍ରଷ୍ଟ ପିଏମ ସୂର୍ଯ୍ୟଘର ମାଗଣା ବିଜୁଳି ଯୋଜନାରେ ସୋଲାର ସେବା ଯୋଗାଇବା କ୍ଷେତ୍ରରେ ମାଇଲ୍ଖୁଣ୍ଟ ସ୍ଥାପନ କରିଛି l ଏହି ଟ୍ରଷ୍ଟ ଏଯାବତ ୭୫୦ରୁ ଉର୍ଦ୍ଧ୍ବ ସୋଲାର ପ୍ୟାନେଲ ସଂଯୋଗ କରି ରେକର୍ଡ ସୃଷ୍ଟି କରିଛି l ଓଁ ଶିବ ବାବା ଟ୍ରଷ୍ଟ ଉପଭୋକ୍ତାମାନଙ୍କୁ ତୁରନ୍ତ ସେବା ଦେବା ସହ ଉନ୍ନତମନର ସୋଲାର ଯୋଗାଉଛି l ଯାହାଫଳରେ ସମସ୍ତଙ୍କର ବିଶ୍ଵାସଭାଜନ ହୋଇପାରିଛି l ଖାଲିସେତିକି ନୁହେଁ ଅନେକ… Continue reading ମାଇଲଖୁଣ୍ଟ ସ୍ଥାପନ କଲା ଓଁ ଶିବ ବାବା ଟ୍ରଷ୍ଟ
ମାଇଲଖୁଣ୍ଟ ସ୍ଥାପନ କଲା ଓଁ ଶିବ ବାବା ଟ୍ରଷ୍ଟ