ଇନ୍ଦିରା ଗାନ୍ଧୀ ଜାତୀୟ ମୁକ୍ତ ବିଶ୍ୱବିଦ୍ୟାଳୟ ସହ-ନିର୍ଦ୍ଦେଶକଙ୍କ ବିଯୋଗ

ଚିଲିକା : ଗତକାଲି ଅପରାହ୍ନ ୫ ଘଟିକା ସମୟରେ ଇନ୍ଦିରା ଗାନ୍ଧୀ ଜାତୀୟ ମୁକ୍ତ ବିଶ୍ୱବିଦ୍ୟାଳୟ ଭୁବନେଶ୍ୱର ଶାଖାର ପ୍ରାକ୍ତନ୍ ସହ-ନିର୍ଦ୍ଦେଶକ ପ୍ରଦୀପ କୁମାର ରଥଙ୍କ ଭୁବନେଶ୍ୱରସ୍ଥିତ ଏମ୍ସ୍ ହସପିଟାଲ ଠାରେ ଚିକିତ୍ସାଧିନ ଅବସ୍ଥାରେ ପରଲୋକ ହୋଇ ଯାଇଅଛି। ମୃତ୍ୟୁ ବେଳକୁ ତାଙ୍କୁ ୬୩ ବର୍ଷ ବୟସ ହୋଇଥିଲା|ପୂର୍ବରୁ ସେ ଯକୃତ କର୍କଟ ରୋଗରେ ପୀଡ଼ିତ ଥିବା ବେଳେ ହଠାତ୍ ହୃଦ୍‌ଘାତରେ ତାଙ୍କର ମୃତ୍ୟୁ ହୋଇଥିଲା।ସେ ଜଣେ ଅମାୟିକ, ବନ୍ଧୁବତ୍ସଳ ଓ ପରୋପକାରୀ ବ୍ୟକ୍ତି ଥିଲେ।ସେ ଖୋର୍ଦ୍ଧା… Continue reading ଇନ୍ଦିରା ଗାନ୍ଧୀ ଜାତୀୟ ମୁକ୍ତ ବିଶ୍ୱବିଦ୍ୟାଳୟ ସହ-ନିର୍ଦ୍ଦେଶକଙ୍କ ବିଯୋଗ

ପିସ୍‌ଲିଲି ପ୍ରି-ସ୍କୁଲର ୩ୟ ବାର୍ଷିକ ଉତ୍ସବ ଅନୁଷ୍ଠିତ

ଭୁବନେଶ୍ୱର: ସ୍ଥାନୀୟ ଗୁରୁ କେଳୁଚରଣ ମହାପାତ୍ର ନୃତ୍ୟ ଗବେଷଣା କେନ୍ଦ୍ରଠାରେ ପିସ୍‌ଲିଲି ପ୍ରି-ସ୍କୁଲର ଡେ-କେୟାର ର ତୃତୀୟ ବାର୍ଷିକ ଉତ୍ସବ ଓ ପୁରସ୍କାର ବିତରଣ ସଂଯୋଜିକା ଆଦ୍ୟାଶାଙ୍କ ସଂଯୋଜନାରେ ଅନୁଷ୍ଠିତ ହୋଇଯାଇଛି। ଉକ୍ତ କାର୍ଯ୍ୟକ୍ରମରେ ମୁଖ୍ୟଅତିଥି ଭାବେ ବିଶିଷ୍ଟ ଅଭିନେତ୍ରୀ ତଥା କଳାକାର ପୁଷ୍ପା ପଣ୍ଡା, ମୁଖ୍ୟବକ୍ତା ଭାବେ ବରିଷ୍ଠ ସର୍ଜ୍ଜନ ଡାକ୍ତର ଜିତେନ୍ଦ୍ର ସାହୁ, ବିଶିଷ୍ଟ ଅତିଥି ଭାବେ ଓଡ଼ିଶାର ସ୍ୱନାମଧନ୍ୟ ଓଡ଼ିଶୀ ନୃତ୍ୟଶିଳ୍ପୀ ଶାଶ୍ୱତ ଯୋଶୀ ଉପସ୍ଥିତ ରହିବା ସହିତ ବିଦ୍ୟାଳୟର ସାମାଜିକ ଉତ୍ତର… Continue reading ପିସ୍‌ଲିଲି ପ୍ରି-ସ୍କୁଲର ୩ୟ ବାର୍ଷିକ ଉତ୍ସବ ଅନୁଷ୍ଠିତ

ଇଟିପୁର ଆଞ୍ଚଳିକ ସରକାରୀ ଉଚ୍ଚ ବିଦ୍ୟାଳୟରେ ବାର୍ଷିକୋତ୍ସବ ପାଳିତ

ବାଲିଅନ୍ତା,୬|୩: ଭୁବନେଶ୍ୱର ବ୍ଲକ ଅଧିନ ଇଟିପୁର ସ୍ଥିତ ଆଞ୍ଚଳିକ ସରକାରୀ ଉଚ୍ଚ ବିଦ୍ୟାଳୟ ପରିସରରେ ଆଜି ମହାସମାରୋହରେ ବିଦ୍ୟାଳୟର ବାର୍ଷିକ ଉତ୍ସବ ଅନୁଷ୍ଠିତ ହୋଇଯାଇଛି।ବିଦ୍ୟାଳୟର ପ୍ରଧାନଶିକ୍ଷୟିତ୍ରୀ ସନ୍ଧ୍ୟାରାଣୀ ବେହେରାଙ୍କ ସଭାପତିତ୍ୱରେ ଅନୁଷ୍ଠିତ ଏହି ସଭାରେ ଭୁବନେଶ୍ୱର ବ୍ଲକ ଅଧ୍ୟକ୍ଷା ନିରୁପମା ସାହୁ ମୁଖ୍ୟଅତିଥି ଭାବେ ଯୋଗ ଦେଇଥିଲେ। ଅବସରପ୍ରାପ୍ତ ଶିକ୍ଷକ ମାନସ ମିଶ୍ର ମୁଖ୍ୟବକ୍ତା ଭାବେ ଯୋଗ ଦେଇ ଛାତ୍ରଛାତ୍ରୀଙ୍କୁ ଶୃଙ୍ଖଳିତ ଜୀବନ ଗଠନ ପାଇଁ ପରାମର୍ଶ ଦେଇଥିଲେ। ସମ୍ମାନିତ ଅତିଥି ଭାବେ ପଞ୍ଚସଖା ଶିକ୍ଷାସେତୁ ସଂଗଠନ… Continue reading ଇଟିପୁର ଆଞ୍ଚଳିକ ସରକାରୀ ଉଚ୍ଚ ବିଦ୍ୟାଳୟରେ ବାର୍ଷିକୋତ୍ସବ ପାଳିତ

ପ୍ରତାପ ଶାସନ ଡିଗ୍ରୀ କଲେଜରେ ଛାତ୍ରୀମାନଙ୍କ ଆତ୍ମରକ୍ଷା କୌଶଳ ଶିବିର

ବାଲିଅନ୍ତା : ବାଳକାଟୀସ୍ଥିତ ପ୍ରତାପ ଶାସନ ଡିଗ୍ରୀ କଲେଜ ପରିସରରେ ଛାତ୍ରୀମାନଙ୍କ ଆତ୍ମରକ୍ଷା କୌଶଳ ପ୍ରଶିକ୍ଷଣ ଶିବିର ଅନୁଷ୍ଠିତ ହୋଇ ଯାଇଛି । ପ୍ରଥମ ବର୍ଷର 87 ଛାତ୍ରୀଙ୍କୁ ନେଇ ଏହି ଶିବିର ଅନୁଷ୍ଠିତ ହୋଇଥିଲା । ଫେବୃଆରୀ 20 ତାରିଖରୁ ଆରମ୍ଭ ହୋଇ ଏହି ଶିବିର ଦଶ ଦିନ ଧରି ଚାଲିଥିଲା । କାର୍ଯ୍ୟକ୍ରମକୁ କଲେଜ ଅଧକ୍ଷ ଚନ୍ଦ୍ରଧ୍ଵଜ ନନ୍ଦ ଉଦଘାଟନ କରିଥିଲେ । ଜାତୀୟସ୍ତରୀୟ କରାଟେ କୋଚ ଉମାକାନ୍ତ ବେହେରା ଓ ସ୍ବେଦେସିନା ଶୁଭଦର୍ଶିନୀ… Continue reading ପ୍ରତାପ ଶାସନ ଡିଗ୍ରୀ କଲେଜରେ ଛାତ୍ରୀମାନଙ୍କ ଆତ୍ମରକ୍ଷା କୌଶଳ ଶିବିର

You cannot copy content of this page