ବିଶ୍ୱଶାନ୍ତି ପାଇଁ ମହାଯଜ୍ଞ ଅନୁଷ୍ଠିତ

ଭୁବନ: ପବିତ୍ର ଦୋଳ ତଥା ହୋଲି ଅବସରରେ ଭୁବନ ବ୍ଲକ୍ ଅନ୍ତର୍ଗତ ଓଡ଼ିଶ ଗ୍ରାମରେ ଆନୁଷ୍ଠାନିକ ଭାବେ ବିଶ୍ୱଶାନ୍ତି ମହାଯଜ୍ଞ ଅନୁଷ୍ଠିତ ହୋଇଯାଇଛି। ଗ୍ରାମର ମଧ୍ୟ ସ୍ଥଳରେ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ସ୍ଥାପନା ଏବଂ ଯଜ୍ଞକୁଣ୍ଡ ନିର୍ମାଣ କରାଯାଇ ତିନି ଦିନ ଧରି ଆନୁଷ୍ଠାନିକ ଭାବେ ଯଜ୍ଞ ଅନୁଷ୍ଠାନ କରାଯାଇଥିବା ଦେଖିବାକୁ ମିଳିଛି। ମାର୍ଚ୍ଚ ୭ ତାରିଖରୁ ଆରମ୍ଭ ହୋଇ ୯ ତାରିଖ ତିନି ଦିନ ଧରି ବିଶ୍ୱଶାନ୍ତି ମହାଯଜ୍ଞ କରାଯାଇଥିବା ଦେଖିବାକୁ ମିଳିଥିଲା। ପ୍ରତିବର୍ଷ ଭଳି ଚଳିତ… Continue reading ବିଶ୍ୱଶାନ୍ତି ପାଇଁ ମହାଯଜ୍ଞ ଅନୁଷ୍ଠିତ

ଭିନ୍ନକ୍ଷମ ସଶକ୍ତିକରଣ ଅଭିଯାନ

କଳାହାଣ୍ଡି,୯।୩(ପ୍ୟାରିଲାଲ ଦୁର୍ଗା ଙ୍କ ରିପୋର୍ଟ): ଭିନ୍ନକ୍ଷମମାନଙ୍କୁ ସରକାର ମୁଖ୍ୟ ସ୍ରୋତରେ ସାମିଲ କରିବା ପାଇଁ ଅନେକ ଯୋଜନା କରୁଛନ୍ତି ବର୍ଷକୁ ବର୍ଷ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର କରାଯାଉଛି। ଏହି ପରିପ୍ରେକ୍ଷିରେ ଆଜି କଳାହାଣ୍ଡି ଜିଲ୍ଲା ମ.ରାମପୁର ପଞ୍ଚାୟତ ସମିତି କାର୍ୟ୍ୟାଳୟ ପରିସରରେ ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ ବିଭାଗ ଜିଲ୍ଲା ଓ ବ୍ଲକ ପ୍ରଶାସନଙ୍କ ମିଳିତରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଅଭିଯାନ ଶିବିର ମ.ରାମପୁର ଗୋଷ୍ଠୀ ଉନ୍ନୟନ ଅଧିକାରୀ ଶରତ କୁମାର ସେଠିଙ୍କ ତତ୍ବାବଧାନରେ ଅନୁଷ୍ଠିତ… Continue reading ଭିନ୍ନକ୍ଷମ ସଶକ୍ତିକରଣ ଅଭିଯାନ

ଜମିଲା ବାଳକାଟି ପଞ୍ଚୁଦୋଳ ମେଳଣ ୧୨ ରେ ହରିହର ଭେଟ

ବାଲିଅନ୍ତା: ଶ୍ରୀ ଶ୍ରୀ ସ୍ଵପ୍ନେଶ୍ଵର ପଞ୍ଚୁଦୋଳ ମେଳଣ କମିଟି, ପ୍ରତାପଶାସନ ପଞ୍ଚାୟତ ବାସୀ, ଚାରିଦେଶର ମୁରବୀଙ୍କ ମିଳିତ ସହଯୋଗରେ ରବିବାର ବିଳମ୍ବିତ ରାତିରେ ଜମିଛି ଓଡିଶା ପ୍ରସିଦ୍ଧ ବାଳକାଟି ପଞ୍ଚୁଦୋଳ ମେଳଣ। ପ୍ରଥା ଓ ପରମ୍ପରା ଅନୁସାରେ ପ୍ରଥମେ ଏହି ମେଳଣର ଥାନପତି ତଥା ଚାରିଦେଶର ମୁରବୀ ବାବା ସ୍ଵପ୍ନେଶ୍ଵର ଦେବଙ୍କ ଚଳନ୍ତି ପ୍ରତିମା ବାବା ଚନ୍ଦ୍ରଶେଖର, ବାବା ବାଲୁଙ୍କେଶ୍ୱର ଦେବ ଓ ଶ୍ରୀ ଦୋଳଗୋବିନ୍ଦ ଦେବଙ୍କୁ ସୁସଜ୍ଜିତ ବିମାନରେ ଘଣ୍ଟଘଣ୍ଟା, ଖୋଳକିର୍ତ୍ତନ ବଜାଇ ଏକ ବିରାଟ… Continue reading ଜମିଲା ବାଳକାଟି ପଞ୍ଚୁଦୋଳ ମେଳଣ ୧୨ ରେ ହରିହର ଭେଟ

କିସ ଆବାସିକ ବିଦ୍ୟାଳୟ ଠାରେ ମହିଳା ଦିବସ ପାଳିତ

କଳାହାଣ୍ଡି,(ପ୍ୟାରିଲାଲ ଦୁର୍ଗା ଙ୍କ ରିପୋର୍ଟ):କଳାହାଣ୍ଡି ଜିଲ୍ଲା ଭବାନୀପାଟଣା ବ୍ଲକ୍ ଅନ୍ତର୍ଗତ ବାଦିଲିଠାରେ ଥିବା କିସ୍ ଆବାସିକ ବିଦ୍ୟାଳୟ ପରିସରରେ “ଆନ୍ତର୍ଜାତୀୟ ମହିଳା ଦିବସ” ମହାସମାରୋହ ରେ ପାଳିତ ହୋଇଯାଇଛି କାର୍ୟ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ବରିଷ୍ଠ ସାମ୍ବାଦିକ ତଥା ଜିଲ୍ଲା ପ୍ରତିନିଧି ଓଡିଶା ଭାସ୍କର ଶ୍ରୀଯୁକ୍ତ ଲଳିତ କାନୁନଗୋ ଯୋଗଦେଇଥିବା ବେଳେ ସମ୍ମାନିତ ଅତିଥି ଭାବେ ଡଃ. ପଲ୍ଲୀଶ୍ରୀ ପଟ୍ଟନାୟକ ଓଡ଼ିଆ ବିଭାଗର ମୁଖ୍ୟ ମାଁ ମାଣିକେଶ୍ଵରୀ ବିଶ୍ଵବିଦ୍ୟାଳୟର ଉପସ୍ଥିତ ରହିଥିଲେ । କିସ୍ ବିଦ୍ୟାଳୟର ଉପ… Continue reading କିସ ଆବାସିକ ବିଦ୍ୟାଳୟ ଠାରେ ମହିଳା ଦିବସ ପାଳିତ

ଇସ୍ରାଏଲର ମିସାଇଲ ମାଡ଼ରେ ଜଳୁଛି ତୈଳ ଡିପୋ

ନୂଆଦିଲ୍ଲୀ: ମଧ୍ୟପ୍ରାଚ୍ୟରେ ମହା ଭୟଙ୍କର ହେଉଛି ମହାଯୁଦ୍ଧ । ତେହେରାନ ଉପରେ ବର୍ଷୁଛି ମିସାଇଲ । ତେହେରାନର ତୈଳ ଡିପୋ ହୁହୁ ହୋଇ ଜଳୁଛି । ଇସ୍ରାଏଲର ମିସାଇଲ ମାଡ଼ରେ ଜଳୁଛି ତୈଳ ଡିପୋ । ଇରାନ ଉପରେ ଆମେରିକାର ସାମରିକ ଏବଂ କୂଟନୈତିକ ଚାପ ବଢ଼ି ଚାଲିଛି । ଧ୍ୱଂସ ହେଉଛି ଇରାନର ସାମରିକ ଶକ୍ତି । ଛାରଖାର ହେଉଛି ନୌସେନା । ନବମ ଦିନରେ ପହଞ୍ଚିଛି ଯୁଦ୍ଧ । ଘମାଘୋଟ ହେଉଛି ଆକ୍ରମଣ ପ୍ରତିଆକ୍ରମଣ… Continue reading ଇସ୍ରାଏଲର ମିସାଇଲ ମାଡ଼ରେ ଜଳୁଛି ତୈଳ ଡିପୋ

ସୁଭଦ୍ରା ଯୋଜନାର ଚତୁର୍ଥ କିସ୍ତି ପ୍ରଦାନ କଲେ ମୁଖ୍ୟମନ୍ତ୍ରୀ

ପୁରୀ: ମାତ୍ର ଦେଢ଼ ବର୍ଷ ଭିତରେ ଆମ ମା ମାନଙ୍କ ପାଇଁ ସୁଭଦ୍ରା ଯୋଜନା ଏକ ଅଦ୍ଭୁତ ପୂର୍ବ ପରିପର୍ତନ ର ବାର୍ତବହ ହୋଇପାରିଛି ।୧ କୋଟିରୁ ଅଧିକ ମହିଳାଙ୍କ ଆକାଉନ୍ଟ କୁ ଗଲା ୫,୧୦୬ କୋଟି ରୁ ଅଧିକ ଟଙ୍କା । ଆଗାମୀ ଦିନରେ ଅଧିକରୁ ଅଧିକ ମା ଏହି ପରିବର୍ତର୍ନ ଯାତ୍ରାରେ ସାମିଲ ହେବେ ବୋଲି ଆଜି ମୁଖ୍ୟମନ୍ତ୍ରୀ ଶ୍ରୀମୋହନ ଚରଣ ମାଝି ସୁଭଦ୍ରା ଯୋଜନା ଅନ୍ତର୍ଗତ ଚତୁର୍ଥ କିସ୍ତି ପ୍ରଦାନ ତଥା ଅନ୍ତର୍ଜାତୀୟ… Continue reading ସୁଭଦ୍ରା ଯୋଜନାର ଚତୁର୍ଥ କିସ୍ତି ପ୍ରଦାନ କଲେ ମୁଖ୍ୟମନ୍ତ୍ରୀ

ପୁଣି ଇତିହାସ ରଚିଲା ଭାରତ ଟି-୨୦ ବିଶ୍ୱକପ୍ ରେ ଭାରତ ବିଶ୍ୱବିଜେତା

ନରେନ୍ଦ୍ର ମୋଦି ଷ୍ଟାଡିୟରେ ଭାରତୀୟ ଟିମ ଲେଖିଛି ନୂଆ ଇତିହାସ । ନରେନ୍ଦ୍ର ମୋଦି ଷ୍ଟାଡିୟମରେ ସତ ହୋଇଛି ହିଷ୍ଟ୍ରୀ ରିପିଟ, ହିଷ୍ଟ୍ରୀ ଡିଫିଟ ନାରା । କ୍ରମାଗତ ଦ୍ୱିତୀୟ ଥର ପାଇଁ ସୂର୍ଯ୍ୟ କୁମାର ଯାଦବଙ୍କ ଭାରତୀୟ ଟିମ ଜିତିଛି ଟି-୨୦ ବିଶ୍ୱକପ । ରେକର୍ଡ ତୃତୀୟ ଥର ପାଇଁ ଟି-୨୦ ବିଶ୍ୱକପକୁ ନିଜ ନାଁରେ କରିଛି । ୨୦୦୭ ଓ ୨୦୨୪ ଭଳି ୨୦୨୬ରେ ହିଷ୍ଟ୍ରୀକୁ ରିପିଟ କରି ଭାରତୀୟ ଟିମ । ପୂରା… Continue reading ପୁଣି ଇତିହାସ ରଚିଲା ଭାରତ ଟି-୨୦ ବିଶ୍ୱକପ୍ ରେ ଭାରତ ବିଶ୍ୱବିଜେତା

କଳାହାଣ୍ଡି କୋର୍ଟକୁ ବୋମା ଧମକ:ଘଟଣା ସ୍ଥଳରେ ପୋଲିସ ପହଂଚି ତଦନ୍ତ ଆରମ୍ଭ

କଳାହାଣ୍ଡି,୯।୩(ପ୍ୟାରିଲାଲ ଦୁର୍ଗା ଙ୍କ ରିପୋର୍ଟ):ରାଜ୍ୟର ପୁରୀ,ବରଗଡ଼ ପରେ କଳାହାଣ୍ଡି ଜିଲ୍ଲା କୋର୍ଟକୁ ବି ମିଳିଛି ବୋମା ଧମକ।କଳାହାଣ୍ଡି ଜିଲ୍ଲା ଦୌରା ଓ ଜର୍ଜଙ୍କ ଇମେଲକୁ ଏହି ଧମକପୂର୍ଣ୍ଣ ମେଲ୍ ଆସିଛି । ଏହି ଘଟଣା ସାମ୍ନାକୁ ଆସିବା ପରେ କୋର୍ଟକୁ ସ୍ଥାନୀୟ ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି । ଘଟଣାସ୍ଥଳରେ କଳାହାଣ୍ଡି ଜିଲାପାଳ ପାୱାର ସଚିନ ପ୍ରକାଶ ଓ ଏସ ପି ନାଗରାଜ ଦେବର କୋଣ୍ଡା ମଧ୍ୟ ଉପସ୍ଥିତ ରହିଛନ୍ତି ।ପ୍ରକାଶଥାଉକି, ଆଜି ଏକାଥରେ ରାଜ୍ୟର… Continue reading କଳାହାଣ୍ଡି କୋର୍ଟକୁ ବୋମା ଧମକ:ଘଟଣା ସ୍ଥଳରେ ପୋଲିସ ପହଂଚି ତଦନ୍ତ ଆରମ୍ଭ

ଆନ୍ତର୍ଜାତୀୟ ମହିଳା ଦିବସ ପାଳିତ

ବାଲିଅନ୍ତା,୮|୩(ବାଲିଅନ୍ତା,୮|୩():ଜୟଦେବ ନିର୍ବାଚନ ମଣ୍ଡଳୀ ବିଜେଡି ପକ୍ଷରୁ ବାଲିଅନ୍ତା ବ୍ଲକ ଗଡ଼ଶ୍ରୀରାମପୁର ସ୍ଥିତ ଦଳୀୟ କାର୍ଯ୍ୟାଳୟରେ ଆଜି ଆନ୍ତର୍ଜାତୀୟ ମହିଳା ଦିବସ ପାଳିତ ହୋଇଯାଇଛି l ବାଲିପାଟଣା ବ୍ଲକ ସଭାପତି କିଶୋର ଜେନାଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ମୁଖ୍ୟଅତିଥି ଭାବେ ଜୟଦେବ ବିଧାୟକ ନବକିଶୋର ମଲ୍ଲିକ ଯୋଗଦେଇ ଏହି ଦିବସରେ ମୂଳ ଉଦ୍ଦେଶ୍ୟ ଉପରେ ଆଲୋକପାତ କରିଥିଲେ l ଏଥିରେ ଅନ୍ୟମାନଙ୍କ ମଧ୍ୟରେ “ଆମ ସଂଗଠନ” ଅଧ୍ୟକ୍ଷ କମଳ କୁମାର ପାତ୍ର, ଜିଲ୍ଲା ପରିଷଦ ସଭ୍ୟ ମହେଶ୍ୱର… Continue reading ଆନ୍ତର୍ଜାତୀୟ ମହିଳା ଦିବସ ପାଳିତ

You cannot copy content of this page