କଳାହାଣ୍ଡି,୧୪|୩(ପ୍ୟାରିଲାଲ ଦୁର୍ଗା ଙ୍କ ରିପୋର୍ଟ):ଧର୍ମଗଡ ତାଳୁକ ଆଇନ ସେବା ସମିତି ପକ୍ଷରୁ ୨0୨୬ ବର୍ଷ ର ପ୍ରଥମ ରାଷ୍ଟ୍ରିୟ ଲୋକ ଅଦାଲତ ଅନୁଷ୍ଠିତ ହୋଇ ଯାଇଛି |ତାଳୁକ ଆଇନ ସେବା ସମିତି, ଧର୍ମଗଡ ଅନୁକୂଲ୍ୟରେ ସ୍ଥାନୀୟ ଧର୍ମଗଡ ସିଭିଲ କୋର୍ଟ ପରିସର ରେ ଅତିରିକ୍ତ ଜିଲ୍ଲା ଦୌରା ଜର୍ଜ ତଥା ତାଳୁକ ଆଇନ ସେବା ସମିତି ର ଅଧକ୍ଷ୍ୟ ସୁରେଶ ଚନ୍ଦ୍ର ପ୍ରଧାନଙ୍କ ତତ୍ବାବଧାନ ରେ ଚଳିତ ବର୍ଷ ର ପ୍ରଥମ ରାଷ୍ଟ୍ରିୟ ଲୋକ ଅଦାଲତ ଅନୁଷ୍ଠିତ… Continue reading ଧର୍ମଗଡ ତାଳୁକ ଆଇନ ସେବା ସମିତି ପକ୍ଷରୁ ୨0୨୬ ବର୍ଷ ର ପ୍ରଥମ ରାଷ୍ଟ୍ରିୟ ଲୋକ ଅଦାଲତ ଅନୁଷ୍ଠିତ
ଧର୍ମଗଡ ତାଳୁକ ଆଇନ ସେବା ସମିତି ପକ୍ଷରୁ ୨0୨୬ ବର୍ଷ ର ପ୍ରଥମ ରାଷ୍ଟ୍ରିୟ ଲୋକ ଅଦାଲତ ଅନୁଷ୍ଠିତ