ବିମଳା ପୋଖରୀରୁ ମିଳିଲା ମଣିଷ ଜଙ୍ଘ

କଳାହାଣ୍ଡି,୧୫|୩(-ପ୍ୟାରିଲାଲ ଦୁର୍ଗା ଙ୍କ ରିପୋର୍ଟ):କଳାହାଣ୍ଡି ଜିଲ୍ଲା ଜୟପାଟଣା ଥାନା ବିମଳା ବାଗବନ୍ଧ ପୋଖରୀରୁ ଗଳିତ ମଣିଷ ଜଙ୍ଘ ଉଦ୍ଧାର ହେବା ଘଟଣା ସ୍ଥାନୀୟ ଅଞ୍ଚଳରେ ତୀବ୍ର ଆଲୋଡ଼ନ ସୃଷ୍ଟି କରିଛି। ଏହି ଘଟଣା ଜଣାପଡ଼ିବା ପରେ ସ୍ଥାନୀୟ ଲୋକଙ୍କ ମଧ୍ୟରେ ଭୟ ଓ ସନ୍ଦେହର ବାତାବରଣ ଖେଳିଯାଇଛି।ସୂଚନା ଅନୁଯାୟୀ, ଗାଁର କିଛି ପିଲା ମାଛ ଧରିବା ପାଇଁ ବାଗବନ୍ଧ ପୋଖରୀକୁ ଯାଇଥିଲେ। ଜାଲରେ କିଛି ଏକ ଭାରି ଜିନିଷ ଲାଗିଥିବାରୁ ପିଲାମାନେ ତାକୁ ବଡ଼ ମାଛ ଭାବି… Continue reading ବିମଳା ପୋଖରୀରୁ ମିଳିଲା ମଣିଷ ଜଙ୍ଘ

ହତ୍ୟା ଉଦ୍ୟମ ମାମଲାରେ ଅଭିଯୁକ୍ତକୁ ୫ ବର୍ଷ ସଶ୍ରମ କାରାଦଣ୍ଡ

କଳାହାଣ୍ଡି,୧୫|୩(ପ୍ୟାରିଲାଲ ଦୁର୍ଗା ଙ୍କ ରିପୋର୍ଟ):କଳାହାଣ୍ଡି ଜ଼ିଲ୍ଲା ଜୟପାଟଣା ଥାନା ଅନ୍ତର୍ଗତ ଧନପୁର ଗ୍ରାମରେ ୨୦୧୮ ମସିହାରେ ଘଟିଥିବା ଏକ ହତ୍ୟା ଉଦ୍ୟମ ମାମଲାର ବିଚାର କରି ଧର୍ମଗଡ଼ ଅତିରିକ୍ତ ଜିଲ୍ଲା ଦୌରାଜଜ୍ ଶ୍ରୀ ସୁରେଶ ଚନ୍ଦ୍ର ପ୍ରଧାନ ଶୁକ୍ରବାର ତାଙ୍କ ରାୟ ଶୁଣାଇଛନ୍ତି । ଏହି ମାମଲାରେ ଅଭିଯୁକ୍ତ ଧନପୁର ଗ୍ରାମର ରଘୁ ରଣା (୬୧)ଙ୍କୁ ଦୋଷୀ ସାବ୍ୟସ୍ତ କରି ତାଙ୍କୁ ପାଞ୍ଚ ବର୍ଷ ସଶ୍ରମ କାରାଦଣ୍ଡ ସହିତ ପାଞ୍ଚ ହଜାର ଟଙ୍କା ଅର୍ଥଦଣ୍ଡରେ ଦଣ୍ଡିତ କରିଛନ୍ତି… Continue reading ହତ୍ୟା ଉଦ୍ୟମ ମାମଲାରେ ଅଭିଯୁକ୍ତକୁ ୫ ବର୍ଷ ସଶ୍ରମ କାରାଦଣ୍ଡ

You cannot copy content of this page