କଳାହାଣ୍ଡି,୧୬|୩(ପ୍ୟାରିଲାଲ ଦୁର୍ଗା ଙ୍କ ରିପୋର୍ଟ):କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକର ତଳଆମ୍ବପଦର ଗ୍ରାମରେ ସିଜିମାଳି ଖଣି ଖନନକୁ କେନ୍ଦ୍ର କରି ସୃଷ୍ଟି ହୋଇଥିବା ବିବାଦ ଉଗ୍ର ରୂପ ଧାରଣ କରିଛି ।’କମ୍ପାନୀ ଦଲାଲ’ ସନ୍ଦେହରେ ଜଣେ ବ୍ୟକ୍ତି ଙ୍କ ଉପରେ ହୋଇଥିବା ମରଣାନ୍ତକ ଆକ୍ରମଣ ଓ ପରବର୍ତ୍ତୀ ପୋଲିସ କାର୍ଯ୍ୟାନୁଷ୍ଠାନ ଏବେ ରାଜ୍ୟ ରାଜନୀତିରେ ଚର୍ଚ୍ଚାର ବିଷୟ ପାଲଟିଛି। ସୂଚନା ଅନୁଯାୟୀ, ଗତ ମାର୍ଚ୍ଚ ୧୦ ତାରିଖରେ ତଳଆମ୍ବ ପଦର ଗ୍ରାମର ପବିତ୍ର ନାଏକଙ୍କ ଉପରେ ଗ୍ରାମର… Continue reading ତଳଆମ୍ବପଦରରେ ରକ୍ତାକ୍ତ ସଂଘର୍ଷ: ୨୧ ଜଣ ଗିରଫ
ତଳଆମ୍ବପଦରରେ ରକ୍ତାକ୍ତ ସଂଘର୍ଷ: ୨୧ ଜଣ ଗିରଫ