ବାଲିଅନ୍ତା,୧୬|୩():ଭୁବନେଶ୍ୱର-ପୁରୀ ଜାତୀୟ ରାଜପଥ କୌଶଲ୍ୟାଗଙ୍ଗ ଫାଣ୍ଡି ଅଧିନ କୃପାଜଳ ଇଞ୍ଜିନିୟର କଲେଜ(କେଇସି) ନିକଟରେ ଆଜି ସକାଳେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ପ୍ରାତଃଭ୍ରମଣ କରୁଥିବା ୨ ମହିଳା ସମେତ ଜଣେ ଛାତ୍ରଙ୍କ ମୃତ୍ୟୁ ହୋଇଥିବା ବେଳେ ଜଣେ ଛାତ୍ର ଆହତ ହୋଇଛନ୍ତି l ସେମାନେ ହେଲେ ସିଫା ଗଜପତି ନଗରର ଯଯାତି କିଶୋର ରାଉତଙ୍କ ପତ୍ନୀ ରିତାଞ୍ଜଳି ରାଉତ ଓ ସନ୍ତୋଷ କୁମାର ସାହୁଙ୍କ ପତ୍ନୀ ବବିଲତା ସାହୁ ଏବଂ ରାଜସ୍ଥାନର ରୋନକ l ଆହତ ଛାତ୍ର… Continue reading ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ପ୍ରାତଃଭ୍ରମଣ କରୁଥିବା ୨ ମହିଳା ସମେତ ଜଣେ ଛାତ୍ରଙ୍କ ମୃତ୍ୟୁ
ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ପ୍ରାତଃଭ୍ରମଣ କରୁଥିବା ୨ ମହିଳା ସମେତ ଜଣେ ଛାତ୍ରଙ୍କ ମୃତ୍ୟୁ