ଛତ୍ରପୁରରେ ଗ୍ୟାସ୍‌ ସଙ୍କଟ

ଗଞ୍ଜାମ ଜିଲା ଛତ୍ରପୁରରେ ଦେଖାଦେଇଛି ଏଲ୍‌ପିଜି ସଙ୍କଟ ।ସାଧାରଣ ଖାଉଟି ବେହାଲ । ୨୫ ଦିନ ତଳୁ ବୁକିଂ କରିଥିବା ଉପଭୋକ୍ତା ଏ ଯାଏ ସିଲିଣ୍ଡର ପଇପାରିନାହାନ୍ତି। ଯାହା ଫଳରେ ସାଧାରଣ ଲୋକେ ଏଲ୍‌ପିଜି ପାଇଁ ହନ୍ତସନ୍ତ ହେଉଥିବା ଦେଖିବାକୁ ମିଳୁଛି। ଗ୍ୟାସ୍‌ ପାଇବାର ୨୫ ଦିନ ପରେ ପୁଣି ଆଉ ଏକ ନୂଆ ଗ୍ୟାସ୍‌ ବୁକିଂ କରିବାକୁ ପଡୁଛି। ଘରୋଇ ସିଲିଣ୍ଡର ଯୋଗାଣରେ ଯେଭଳି କୌଣସି ବାଧା ନ ଆସିବ ସେଥିପାଇଁ ସରକାର ତାଗିଦ କରିଛନ୍ତି।… Continue reading ଛତ୍ରପୁରରେ ଗ୍ୟାସ୍‌ ସଙ୍କଟ

You cannot copy content of this page