ପୂର୍ବଶତ୍ରୁତାକୁ କେନ୍ଦ୍ରକରି ଧଉଳି ଥାନା ଲିଙ୍ଗିପୁର ସରପଞ୍ଚ ଖିରୋଦ କୁମାର ପ୍ରଧାନଙ୍କୁ ଆକ୍ରମଣ କରିବା ସହ ପିନ୍ଧିଥିବା ସୁନାଚେନ ଲୁଟ

ବାଲିଅନ୍ତା,୧୭|୩:ପୂର୍ବଶତ୍ରୁତାକୁ କେନ୍ଦ୍ରକରି ଧଉଳି ଥାନା ଲିଙ୍ଗିପୁର ସରପଞ୍ଚ ଖିରୋଦ କୁମାର ପ୍ରଧାନଙ୍କୁ ଆକ୍ରମଣ କରିବା ସହ ପିନ୍ଧିଥିବା ସୁନାଚେନ ଲୁଟ କରିଥିବା ଅଭିଯୋଗରେ ପୁଲିସ ଜଣଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି l ଗିରଫ ଅଭିଯୁକ୍ତ ହେଲେ ଏହି ଥାନା ରଘୁନାଥପୁର ଭୋଇସାହିର କାହ୍ନା ବେହେରା l ଜାମିନ ନାମଞ୍ଜୁର ହେବାରୁ ବିଚାର ବିଭାଗୀୟ ହାଜତକୁ ପଠାଇଛି l ଖବରନେବାରେ ଜଣାପଡିଛି ସରପଞ୍ଚ ଶ୍ରୀ ପ୍ରଧାନଙ୍କ ପୁଅ ଗତମାସ ୩ ତାରିଖ ସନ୍ଧ୍ୟା ପ୍ରାୟ ସାଢେ… Continue reading ପୂର୍ବଶତ୍ରୁତାକୁ କେନ୍ଦ୍ରକରି ଧଉଳି ଥାନା ଲିଙ୍ଗିପୁର ସରପଞ୍ଚ ଖିରୋଦ କୁମାର ପ୍ରଧାନଙ୍କୁ ଆକ୍ରମଣ କରିବା ସହ ପିନ୍ଧିଥିବା ସୁନାଚେନ ଲୁଟ

ହୋଲି ପରେ ଆରମ୍ଭ ହୋଇଗଲା ମହୁଲଫୁଲ ସଂଗ୍ରହ, ମହୁଲ ବେଟାଳି ବ୍ୟସ୍ତ

କଳାହାଣ୍ଡି,(ଉତ୍କଳ ବୁଲେଟିନ):-ହୋଲି ପରେ ପରେ ଆରମ୍ଭ ହୋଇଗଲା ମହୁଲଫୁଲ ସଂଗ୍ରହ | ମହୁଲ ବେଟିବା ପାଇଁ ବେଟାଳି ମାନେ ବ୍ୟସ୍ତରେ ରହି ମହୁଲ ଫୁଲ ସଂଗ୍ରହ କରୁଛନ୍ତି | ଚାଷକାମ ପରେ ଜୀବନ ଜିବିକାର ଦ୍ୱତୀୟ ପନ୍ଥା ହେଲା ଜଙ୍ଗଲଜାତ ଦ୍ରବ୍ୟ ସଂଗ୍ରହ | କଳାହାଣ୍ଡି ଜ଼ିଲ୍ଲା ଆଦିବାସୀ ବହୁଳ ଅଂଚଳ ମାନଂକରେ ମହୁଲଫୁଲ ସଂଗ୍ରହ ଚାଲିଛି | ଉଭୟ ପୁରୁଷ ଓ ମହିଳା ଏକତ୍ରିତ ହୋଇ ଝାଂଜ ଖରାରେ ମହୁଲ ଫୁଲ ସଂଗ୍ରହ କରୁଥିବା ଦେଖିବାକୁ… Continue reading ହୋଲି ପରେ ଆରମ୍ଭ ହୋଇଗଲା ମହୁଲଫୁଲ ସଂଗ୍ରହ, ମହୁଲ ବେଟାଳି ବ୍ୟସ୍ତ

ଏନ. ଏ. ସି, ଧର୍ମଗଡ଼ ରେ ଜାତୀୟ ଜନଗଣନା ୨୦୨୭ ଅନ୍ତର୍ଗତ ଏନୁମିରେଟର ଓ ସୁପରଭାଇଜର ଙ୍କ ପ୍ରଶିକ୍ଷଣ ଶିବିର

କଳାହାଣ୍ଡି,୧୭|୩(ପ୍ୟାରିଲାଲ ଦୁର୍ଗା ଙ୍କ ରିପୋର୍ଟ)ତ୍ରୀଦିବସୀୟ ଏନ. ଏ. ସି, ଧର୍ମଗଡ଼ ସ୍ତରୀୟ ଜାତୀୟ ଜନଗଣନା ୨୦୨୭ ଅନ୍ତର୍ଗତ ଗଣନାକାରି ଓ ସୁପରଭାଇଜର ମାନଙ୍କ ପ୍ରଶିକ୍ଷଣ ଶିବିର ଆଜି ତା ୧୬/୦୩/୨୦୨୪ ଠାରୁ କାଶୀବାହାଲ, ଧର୍ମଗଡ଼ସ୍ଥ ଗୁରୁଜୀ ମଧୂସୂଦନ ଉଚ୍ଚ ବିଦ୍ୟାଳୟରେ ଆରମ୍ଭ ହୋଇଯାଇଛି l ଏହି ଅବସରରେ ଶ୍ରୀ ବିଶ୍ୱମ୍ବର ମିଶ୍ର, କାର୍ଯ୍ୟ ନିର୍ବାହୀ ଅଧିକାରୀ, ଏନ. ଏ. ସି, ଧର୍ମଗଡ଼, ଚାର୍ଜ ଅଫିସର ରୂପେ ସଭାପତିତ୍ବ କରିଥିଲେ ।ଶ୍ରୀ ମିଶ୍ର ଭାରତ ଜନ ଗଣନା ୨୦୨୭… Continue reading ଏନ. ଏ. ସି, ଧର୍ମଗଡ଼ ରେ ଜାତୀୟ ଜନଗଣନା ୨୦୨୭ ଅନ୍ତର୍ଗତ ଏନୁମିରେଟର ଓ ସୁପରଭାଇଜର ଙ୍କ ପ୍ରଶିକ୍ଷଣ ଶିବିର

ଚାବହାର ନିକଟରେ ଆକାଶମାର୍ଗରୁ ବୋମାବର୍ଷଣ କଲା ଆମେରିକା

ନୂଆଦିଲ୍ଲୀ ଇରାନର ଚାବହାର ମୁକ୍ତ ବାଣିଜ୍ୟ ଜୋନ ନିକଟରେ ହମଲା । ଏକାଧିକ ବିସ୍ଫୋରଣରେ ଥରି ଉଠିଛି ଏହି ଅଞ୍ଚଳ । ସୋମବାର ଆମେରିକା ଏଠାରେ ଘନଘନ ଏୟାର ଷ୍ଟ୍ରାଇକ କରିବାରୁ ବ୍ୟାପକ କ୍ଷୟକ୍ଷତି ହୋଇଥିବା ରିପୋର୍ଟ ପ୍ରକାଶ ପାଇଛି । ରିପୋର୍ଟ ଅନୁସାରେ, ଚାବହାର ମୁକ୍ତ ବାଣିଜ୍ୟ ଜୋନ ନିକଟରେ ଥିବା ଇରାନ ସାମରିକ ଘାଟିକୁ ଟାର୍ଗେଟ କରି ଆମେରିକା ଆକାଶ ମାର୍ଗରୁ ବୋମା ବର୍ଷଣ କରିଛି । ଏକାଧିକ ଯୁଦ୍ଧ ବିମାନ ଦ୍ୱାରା ଏୟାର… Continue reading ଚାବହାର ନିକଟରେ ଆକାଶମାର୍ଗରୁ ବୋମାବର୍ଷଣ କଲା ଆମେରିକା

ରାଜ୍ୟସଭା ନିର୍ବାଚନ : ମନମୋହନ,ସୁଜିତ,ସଂତୃପ୍ତ ଓ ଦିଲ୍ଲୀପ ବିଜୟୀ

ଭୁବନେଶ୍ୱର : ରାଜ୍ୟସଭା ନିର୍ବାଚନରେ ବାଜି ମାରିଲେ ବିଜେପିର ମନମୋହନ ସାମଲ, ସୁଜିତ କୁମାର, ବିଜେଡିର ସଂତୃପ୍ତ ମିଶ୍ର ଓ ସ୍ୱାଧୀନ ପ୍ରାର୍ଥୀ ଦିଲୀପ ରାୟ । କଂଗ୍ରେସ ଓ ବିଜେଡି ମିଳିତ ପ୍ରାର୍ଥୀ ଦତ୍ତେଶ୍ୱର ହୋତା ଦିଲ୍ଲୀପଙ୍କ ଠାରୁ ପରାଜିତ ହୋଇଛନ୍ତି । ପ୍ରଥମ ପସନ୍ଦ ଭୋଟରେ ମନମୋହନ ସାମଲ ୩୫, ସୁଜିତ କୁମାର ୩୫ ଓ ସଂତୃପ୍ତ ମିଶ୍ର ୩୧ ଖଣ୍ଡ ଭୋଟ ମିଳିଥିଲା । ପ୍ରଥମ ପସନ୍ଦ ଭୋଟରେ ବିଜେପିର ମନମୋହନ, ସୁଜିତ… Continue reading ରାଜ୍ୟସଭା ନିର୍ବାଚନ : ମନମୋହନ,ସୁଜିତ,ସଂତୃପ୍ତ ଓ ଦିଲ୍ଲୀପ ବିଜୟୀ

ଟ୍ରମାକେୟାରରେ ଥିବା ୧୦ ରୋଗୀଙ୍କ ମୃତ୍ୟ

କଟକ(ବୁ୍ୟରୋ) କଟକ ଏସସିବି ବଡ଼ ମେଡିକାଲରେ ଭୟାବହ ଅଗ୍ନିକାଣ୍ଡ । ଧୂଆଁରେ ଅଣନିଃଶ୍ୱାସୀ ହୋଇ ୧୦ ନିରୀହ ଜୀବନ ଚାଲିଯାଇଛି । ଅନେକ ଲୋକ ନିଆଁରେ ପୋଡ଼ି ହୋଇ ଗୁରୁତର ହୋଇଛନ୍ତି । ସମସ୍ତ ଗୁରୁତରଙ୍କୁ ଏସସିବି ମେଡିକାଲରୁ ଉଦ୍ଧାର କରି ଅନ୍ୟତ୍ର ସ୍ଥାନାନ୍ତର କରାଯାଇଛି । ତେବେ ଅଗ୍ନିକାଣ୍ଡରେ ୧୦ ଜଣଙ୍କ ମୃତ୍ୟୁ ହୋଇଥିବା ସ୍ପଷ୍ଟ କରିଛନ୍ତି ମୁଖ୍ୟମନ୍ତ୍ରୀ ।ଅଗ୍ନିକାଣ୍ଡ ପରେ ଓଉଟରେ ପରିସ୍ଥିତି ସାଂଘାତିକ ହୋଇପଡ଼ିଥିଲା । ରୋଗୀଙ୍କ ଜୀବନ ବଞ୍ଚାଇବାକୁ ଲୋକେ ଏଣେ… Continue reading ଟ୍ରମାକେୟାରରେ ଥିବା ୧୦ ରୋଗୀଙ୍କ ମୃତ୍ୟ

ଏନ ଏ ସି ନିର୍ବାଚନରେ ଓବିସି ମାନଙ୍କ ପାଇଁ ସଂରକ୍ଷଣ ଦାଵୀକଲା ମୂଳନୀବାସୀ ବହୁଜନ ମିଳିତ ମହାସଂଘ

କଳାହାଣ୍ଡି,୧୭|୩(ପ୍ୟାରିଲାଲ ଦୁର୍ଗା ଙ୍କ ରିପୋର୍ଟ):ଆଉ କିଛି ଦିନ ପରେ କଳାହାଣ୍ଡିରେ ନୂତନ ଭାବେ ଗଠନ ହୋଇଥିବା ଜୟପାଟଣା ଓ ନର୍ଲା ଏନ ଏ ସି ପାଇଁ ନିର୍ବାଚନ ହେବାକୁ ଵିଜ୍ଞାପନ ପ୍ରକାଶ ପାଇଛି |କାଉନସିଲର ପଦବୀ ପାଇଁ ସ୍ଥାନ ସଂରକ୍ଷଣ ତାଲିକା ମଧ୍ୟ ପ୍ରକାଶ ପାଇଛି | ହେଲେ ଦୁଃଖର କଥା ଏହି ତାଲିକାରେ ଓବିଶି ମାନଙ୍କ ପାଇଁ ସ୍ଥାନ ସଂରକ୍ଷଣ ନଥିବାରୁ ମୂଳନୀବାସୀ ବହୁଜନ ମିଳିତ ମହାସଂଘ ତୀବ୍ର ପ୍ରତିକ୍ରିୟା ପ୍ରକାଶ କରିଛି | ଉଭୟ… Continue reading ଏନ ଏ ସି ନିର୍ବାଚନରେ ଓବିସି ମାନଙ୍କ ପାଇଁ ସଂରକ୍ଷଣ ଦାଵୀକଲା ମୂଳନୀବାସୀ ବହୁଜନ ମିଳିତ ମହାସଂଘ

ଛତ୍ରପୁରରେ ଗ୍ୟାସ୍‌ ସଙ୍କଟ

ଗଞ୍ଜାମ ଜିଲା ଛତ୍ରପୁରରେ ଦେଖାଦେଇଛି ଏଲ୍‌ପିଜି ସଙ୍କଟ ।ସାଧାରଣ ଖାଉଟି ବେହାଲ । ୨୫ ଦିନ ତଳୁ ବୁକିଂ କରିଥିବା ଉପଭୋକ୍ତା ଏ ଯାଏ ସିଲିଣ୍ଡର ପଇପାରିନାହାନ୍ତି। ଯାହା ଫଳରେ ସାଧାରଣ ଲୋକେ ଏଲ୍‌ପିଜି ପାଇଁ ହନ୍ତସନ୍ତ ହେଉଥିବା ଦେଖିବାକୁ ମିଳୁଛି। ଗ୍ୟାସ୍‌ ପାଇବାର ୨୫ ଦିନ ପରେ ପୁଣି ଆଉ ଏକ ନୂଆ ଗ୍ୟାସ୍‌ ବୁକିଂ କରିବାକୁ ପଡୁଛି। ଘରୋଇ ସିଲିଣ୍ଡର ଯୋଗାଣରେ ଯେଭଳି କୌଣସି ବାଧା ନ ଆସିବ ସେଥିପାଇଁ ସରକାର ତାଗିଦ କରିଛନ୍ତି।… Continue reading ଛତ୍ରପୁରରେ ଗ୍ୟାସ୍‌ ସଙ୍କଟ

You cannot copy content of this page