କଳାହାଣ୍ଡି,୨0|୩(ପ୍ୟାରିଲାଲ ଦୁର୍ଗା ଙ୍କ ରିପୋର୍ଟ): ଆଜି ସକାଳ ପ୍ରାୟ ୮ଟା ସମୟରେ ଜୁନାଗଡ଼ ବଳଦିଆମାଳ ନିକଟସ୍ଥ ଜାତୀୟ ରାଜପଥରେ ଏକ ଦୁର୍ଘଟଣା ଘଟି ଜଣେ ଡାକ୍ତରଙ୍କ ମୃତ୍ୟୁ ଘଟିଛି। ସୂଚନାନୁସାରେ, ଏକ କାର ଭାରସାମ୍ୟ ହରାଇ ରାସ୍ତା କଡରେ ଥିବା ଟ୍ରକକୁ ଜୋରଦାର ଧକ୍କା ଦେଇଥିଲା।ଏହି ଦୁର୍ଘଟଣାରେ କାରରେ ବସିଥିବା ଡାକ୍ତର ହରିଶ୍ଚନ୍ଦ୍ର ପ୍ରଧାନଙ୍କୁ ଗୁରୁତର ଆହତ ଅବସ୍ଥାରେ ସ୍ଥାନୀୟ ଲୋକେ ଉଦ୍ଧାର କରି ତୁରନ୍ତ ଜୁନାଗଡ଼ ଡାକ୍ତରଖାନାକୁ ଆଣିଥିଲେ। କିନ୍ତୁ ସେଠାରେ ଡାକ୍ତରମାନେ ତାଙ୍କୁ ମୃତ… Continue reading ଜୁନାଗଡ଼ -ବଳଦିଆମାଳ ନିକଟସ୍ଥ ଜାତୀୟ ରାଜପଥରେ କାର ଦୁର୍ଘଟଣା ଘଟି ଡାକ୍ତରଙ୍କ ମୃତ୍ୟୁ
ଜୁନାଗଡ଼ -ବଳଦିଆମାଳ ନିକଟସ୍ଥ ଜାତୀୟ ରାଜପଥରେ କାର ଦୁର୍ଘଟଣା ଘଟି ଡାକ୍ତରଙ୍କ ମୃତ୍ୟୁ