ବାଲିଅନ୍ତା,୨୩|୩):ଭୁବନେଶ୍ୱର ବ୍ଲକ ଅଧିନ ଧଉଳି ପଞ୍ଚାୟତର ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟ ଆଜି ବୁଲି ଦେଖିଛନ୍ତି ପଡୋଶୀ ଆନ୍ଧ୍ରପ୍ରଦେଶର ୩୫ ଜଣ ପ୍ରଶାସନିକ ସେବା ବା ବ୍ଲକ ଉନ୍ନୟନ ଅଧିକାରୀ l ସେମାନେ ପହଞ୍ଚିବା ପରେ ପଞ୍ଚାୟତ ପ୍ରଶାସନ ପକ୍ଷରୁ ସେମାନଙ୍କୁ ପୁଷ୍ପଗୁଚ୍ଛ ଦେଇ ସ୍ବାଗତଂ କରାଯାଇଥିଲା l ପରେ ସେମାନେ ପଞ୍ଚାୟତର ବିଭିନ୍ନ ଉନ୍ନୟନ ମୂଳକ କାର୍ଯ୍ୟ ବୁଲି ଦେଖିବା ସହ ସେଗୁଡିକର କାର୍ଯ୍ୟକ୍ଷମ ଉପରେ ଦୃଷ୍ଟି ଦେଇଥିଲେ l ଏଥିସହ ନିର୍ମାଣଧିନ ପ୍ରକଳ୍ପ ଗୁଡିକ ଦେଖିଥିଲେ… Continue reading ଭୁବନେଶ୍ୱର ବ୍ଲକ ଅଧିନ ଧଉଳି ପଞ୍ଚାୟତର ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟ
ଭୁବନେଶ୍ୱର ବ୍ଲକ ଅଧିନ ଧଉଳି ପଞ୍ଚାୟତର ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟ