ଭୁବନେଶ୍ୱର| ୨୪ ମାର୍ଚ୍ଚ, ୨୦୨୬ ଓଡ଼ିଶାର କ୍ରୀଡ଼ା ଇତିହାସରେ ଆଜି ଏକ ନୂତନ ଅଧ୍ୟାୟ ଯୋଡ଼ି ହୋଇଛି। ଭାରତୀୟ ଆଥ୍ଲେଟିକ୍ସ ମହାସଂଘ, ଓଡ଼ିଶା ଆଥ୍ଲେଟିକ୍ସ ସଂଘ ଏବଂ ଓଡ଼ିଶା ସରକାରଙ୍କ କ୍ରୀଡ଼ା ଓ ଯୁବ ସେବା ବିଭାଗର ମିଳିତ ପ୍ରୟାସରେ ଭୁବନେଶ୍ୱରର କଳିଙ୍ଗ ଷ୍ଟାଡ଼ିୟମ୍ଠାରେ “ପ୍ରଥମ ଜାତୀୟ ଇନ୍ଡୋର ଆଥଲେଟିକ୍ସ ଚାମ୍ପିୟନସିପ୍ ୨୦୨୬” ଆନୁଷ୍ଠାନିକ ଭାବେ ଆରମ୍ଭ ହୋଇଛି। ଓଡ଼ିଶା ଦେଶର ପ୍ରଥମ ରାଜ୍ୟ ଭାବେ ଏଭଳି ଏକ ବିଶ୍ୱସ୍ତରୀୟ ଇନ୍ଡୋର ଷ୍ଟାଡିୟମ ନିର୍ମାଣ କରି ଭାରତୀୟ… Continue reading ଭୁବନେଶ୍ୱରରେ ଐତିହାସିକ ମୁହୂର୍ତ୍ତ: କଳିଙ୍ଗ ଷ୍ଟାଡିୟମରେ ପ୍ରଥମ ଜାତୀୟ ଇନ୍ଡୋର ଆଥଲେଟିକ୍ସ ଚାମ୍ପିୟନସିପ୍-୨୦୨୬ ଉଦ୍ଘାଟିତ
ଭୁବନେଶ୍ୱରରେ ଐତିହାସିକ ମୁହୂର୍ତ୍ତ: କଳିଙ୍ଗ ଷ୍ଟାଡିୟମରେ ପ୍ରଥମ ଜାତୀୟ ଇନ୍ଡୋର ଆଥଲେଟିକ୍ସ ଚାମ୍ପିୟନସିପ୍-୨୦୨୬ ଉଦ୍ଘାଟିତ