କଳାହାଣ୍ଡି, ୯|୪(ପ୍ୟାରିଲାଲ ଦୁର୍ଗା) ଓଡିଆ ପକ୍ଷ ୨୦୨୬ ପାଳନ ଅବସରରେ ଆଜି ନବମ ଦିନରେ ଆସ ବହିଟିଏ କିଣିବା କାର୍ଯ୍ୟକ୍ରମ କଳାହାଣ୍ଡି ଜିଲ୍ଲା ପ୍ରଶାସନ ତରଫରୁ ସ୍ଥାନୀୟ ମାଁ ମାଣିକେଶ୍ଵରୀ ବିଶ୍ୱବିଦ୍ୟାଳୟ ଠାରେ ଅନୁଷ୍ଠିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମକୁ ଜିଲ୍ଲାପାଳ ପାୱାର ସଚିନ ପ୍ରକାଶ, ନୂତନଭାବେ ଯୋଗଦେଇଥିବା ଉକ୍ତ ବିଶ୍ୱବିଦ୍ୟାଳୟ ର କୁଳପତି ପ୍ରଫେସର ପବନ କୁମାର ଅଗ୍ରୱାଲ ଉଦଘାଟନ କରିଥିଲେ । ଏଥିରେ ଅତିରିକ୍ତ ଜିଲ୍ଲାପାଳ ତନ୍ମୟ କୁମାର ଦରୱାନ, ବନଖଣ୍ଡ ଅଧିକାରୀ ଆର୍.… Continue reading ଓଡିଆ ପକ୍ଷପାଳନ ଅବସରରେ ଆସ ବହିଟିଏ କିଣିବା କାର୍ଯ୍ୟକ୍ରମ
ଓଡିଆ ପକ୍ଷପାଳନ ଅବସରରେ ଆସ ବହିଟିଏ କିଣିବା କାର୍ଯ୍ୟକ୍ରମ