ବାଲୁଗାଁ ଠାରେ ଚିଲିକା ପୁସ୍ତକ ମେଳା ପ୍ରସ୍ତୁତି ବୈଠକ ।

ଚିଲିକା,୨୨।୪:ଚଳିତ ଅପ୍ରେଲ ୨୪ ତାରିଖରୁ ୨୮ ତାରିଖ ପର୍ଯ୍ୟନ୍ତ ବାଲୁଗାଁ ମହାବିଦ୍ୟାଳୟ ପରିସରରେ ଅନୁଷ୍ଠିତ ହେବାକୁ ଥିବା ପ୍ରଥମ ଚିଲିକା ପୁସ୍ତକ ମେଳା ଆୟୋଜନ ର ପ୍ରସ୍ତୁତି ବୈଠକ ସହ ସାମ୍ବାଦିକ ସମ୍ମିଳନୀ ବରିଷ୍ଠ ସାମ୍ବାଦିକ ଶରତ ପାଇକରାୟଙ୍କ ସଭାପତିତ୍ୱରେ ଅନୁଷ୍ଠିତ ହୋଇଯାଇଛି l ବୈଠକରେ ସଭାପତିତ୍ୱ କରି ଶ୍ରୀ ପାଇକରାୟ ପୁସ୍ତକ ମେଳାର ବିଭିନ୍ନ ଦିବସର କାର୍ଯ୍ୟକ୍ରମ, ଲେଖକ ସମ୍ମିଳନୀ, ସାଂସ୍କୃତିକ କାର୍ଯ୍ୟକ୍ରମ ସମେତ ଛାତ୍ର ଛାତ୍ରୀ ମାନଙ୍କ ମଧ୍ୟରେ ବିଭିନ୍ନ ପ୍ରତିଯୋଗିତା ସମ୍ପର୍କରେ ସୂଚନା… Continue reading ବାଲୁଗାଁ ଠାରେ ଚିଲିକା ପୁସ୍ତକ ମେଳା ପ୍ରସ୍ତୁତି ବୈଠକ ।

ଗଣନାକାରୀଙ୍କ ସୁରକ୍ଷା ପାଇଁ ଆବଶ୍ୟକୀୟ ବ୍ୟବସ୍ଥା କରିବା ପାଇଁ ଜିଲ୍ଲାପାଳ ଏବଂ ମ୍ୟୁନିସିପାଲ୍ କମିଶନରଙ୍କୁ ଜରୁରୀ ନିର୍ଦ୍ଦେଶନାମା ଜାରି

– ଜନଗଣନାକାରୀ ଏବଂ ସାଧାରଣଲୋକଙ୍କ ସୁରକ୍ଷା ଆମର ପ୍ରାଥମିକତା – ରାଜସ୍ୱ ମନ୍ତ୍ରୀ   – ଜନଗଣନାରେ ନିୟୋଜିତ ଅଧିକାରୀ ଏବଂ କର୍ମଚାରୀମାନଙ୍କ ସୁରକ୍ଷା ପାଇଁ ପୋଲିସ୍ ପ୍ରଶାସନକୁ ଦାୟିତ୍ଵ   – ଜନଗଣନାରେ କାର୍ଯ୍ୟରେ ସହାୟତା କରି ସଠିକ ତଥ୍ୟ ପ୍ରଦାନ କରିବାକୁ ଓଡ଼ିଶାବାସୀଙ୍କୁ ନିବେଦନ କଲେ ରାଜସ୍ୱ ମନ୍ତ୍ରୀ  ଭୁବନେଶ୍ବର, ଏପ୍ରିଲ୍ ୨୨ :                                         ପ୍ରଥମ ପର୍ଯ୍ୟାୟ ଜନଗଣନା ପରିପ୍ରେକ୍ଷୀରେ ଲୋକସେବା ଭବନଠାରେ ମାନ୍ୟବର ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ମନ୍ତ୍ରୀ ଶ୍ରୀ… Continue reading ଗଣନାକାରୀଙ୍କ ସୁରକ୍ଷା ପାଇଁ ଆବଶ୍ୟକୀୟ ବ୍ୟବସ୍ଥା କରିବା ପାଇଁ ଜିଲ୍ଲାପାଳ ଏବଂ ମ୍ୟୁନିସିପାଲ୍ କମିଶନରଙ୍କୁ ଜରୁରୀ ନିର୍ଦ୍ଦେଶନାମା ଜାରି

ସ୍ୱର୍ଗତ ପଣ୍ଡିତ ନୃସିଂହ ପ୍ରସାଦ ମିଶ୍ରଙ୍କ ଦ୍ଵାଦଶାହ ସ୍ମୃତିସଭା।

ଚିଲିକା,୨୨।୪:ବରିଷ୍ଠ ପତ୍ରକାର, ଚ଼ିଲିକା ସାମ୍ବାଦିକ ସଂଘର ଉପଦେଷ୍ଟା,ସମାଜସେବୀ ସ୍ୱର୍ଗତ ନୃସିଂହ ପ୍ରସାଦ ମିଶ୍ରଙ୍କ ଦ୍ଵାଦଶାହ ସ୍ମୃତି ସଭା ଜନ୍ମମାଟି ଅଚ୍ୟୁତ ରାଜପୁର ଶାସନର କଲ୍ୟାଣ ମଣ୍ଡପଠାରେ ଅନୁଷ୍ଠିତ ହୋଇଯାଇଛି। ଚିଲିକା ସାହିତ୍ୟ ସମାଜର ସଭାପତି ଶିକ୍ଷାବିତ୍ ବାଳମୁକୁନ୍ଦ ଦାସଙ୍କ ପରିଚାଳନାରେ ଆୟୋଜିତ ଏହି ସଭାରେ ବାଣପୁର ,ଚିଲିକା ଅଞ୍ଚଳର ବହୁ ମାନ୍ୟଗଣ୍ୟ ବ୍ୟକ୍ତି ଯୋଗ ଦେଇ ସ୍ୱର୍ଗତ ମିଶ୍ରଙ୍କ ବହୁମୁଖି ପ୍ରତିଭାର ସ୍ମୃତିଚାରଣ କରି ଶ୍ରଦ୍ଧାଞ୍ଜଳି ଅର୍ପଣ କରିଥିଲେ । ସ୍ଵର୍ଗତ ମିଶ୍ର ଜଣେ ବରିଷ୍ଠ ସାମ୍ବାଦିକ,… Continue reading ସ୍ୱର୍ଗତ ପଣ୍ଡିତ ନୃସିଂହ ପ୍ରସାଦ ମିଶ୍ରଙ୍କ ଦ୍ଵାଦଶାହ ସ୍ମୃତିସଭା।

You cannot copy content of this page