ବାଲିଅନ୍ତା,୨୪|୪ (ଗୋବର୍ଦ୍ଧନ ଦାସ):ଭୁବନେଶ୍ୱର ଉପକଣ୍ଠ ହୀରାପୁର ଗଡ଼କଣ୍ଟୁଣିଆରେ ସୁଦର୍ଶନ ଦାରୁସ୍ଥଳୀରେ ଶ୍ରୀ ଜଗନ୍ନାଥଙ୍କ ଭବ୍ୟ ମନ୍ଦିରର ପ୍ରତିଷ୍ଠା ଉତ୍ସବ ଗତ ୧୯ ତାରିଖରୁ ଚାଲିଥିବା ବେଳେ ଆଜି ଅନ୍ତିମ ଦିବସରେ ପୂର୍ଣ୍ଣାହୁତି କାର୍ଯ୍ୟକ୍ରମ ମହାସମାରୋହରେ ଅନୁଷ୍ଠିତ ହୋଇଯାଇଛି l ଏଥିସହ ଅନ୍ତିମ ଦିବସରେ ପାର୍ଶ୍ଵ ଦେବାଦେବୀ, ଚଳନ୍ତି ପ୍ରତିମା ଏବଂ ଚତୁର୍ଦ୍ଧାମୂର୍ତ୍ତିଙ୍କୁ ରତ୍ନ ସିଂହାସନ ବିଜେ କରାଯାଇଛି l ଆଜି ପ୍ରତ୍ୟୁଷରୁ ସୂର୍ଯ୍ୟପୂଜା, ଗୋ-ପୂଜା ପରେ ନ୍ୟାସ ମଣ୍ଡପରେ ଶ୍ରୀ ଜିଉ ମାନଙ୍କ ଷୋଡଶ ଉପଚାର କରାଯାଇଥିଲା… Continue reading ହୀରାପୁର ଗଡ଼କଣ୍ଟୁଣିଆରେ ସୁଦର୍ଶନ ଦାରୁସ୍ଥଳୀରେ ଶ୍ରୀ ଜଗନ୍ନାଥଙ୍କ ମନ୍ଦିରର ପ୍ରତିଷ୍ଠା ଉତ୍ସବ ଚାଲିଥିବା ବେଳେ ଆଜି ଅନ୍ତିମ ଦିବସରେ ପୂର୍ଣ୍ଣାହୁତି କାର୍ଯ୍ୟକ୍ରମ ଅନୁଷ୍ଠିତ
ହୀରାପୁର ଗଡ଼କଣ୍ଟୁଣିଆରେ ସୁଦର୍ଶନ ଦାରୁସ୍ଥଳୀରେ ଶ୍ରୀ ଜଗନ୍ନାଥଙ୍କ ମନ୍ଦିରର ପ୍ରତିଷ୍ଠା ଉତ୍ସବ ଚାଲିଥିବା ବେଳେ ଆଜି ଅନ୍ତିମ ଦିବସରେ ପୂର୍ଣ୍ଣାହୁତି କାର୍ଯ୍ୟକ୍ରମ ଅନୁଷ୍ଠିତ