ବୁଦ୍ଧ ମନ୍ଦିରରେ ବ୍ୟବସାୟ ଓ ସ୍କୁଲରେ ଲୁଟ୍ ଚାଲିଛି । ଡ଼ଃ. ଜ୍ଞାନେନ୍ଦ୍ର ଙ୍କ ବିସ୍ଫୋରକ ବୟାନ

ଭୁବନେଶ୍ୱର ତା ୧/୫ ଭଗବାନ ତଥାଗତ ବୁଦ୍ଧଙ୍କ ୨୫୭୦ତମ ଜୟନ୍ତୀ ପାଳନ ଅବସରରେ ଭୁବନେଶ୍ୱର ବୁଦ୍ଧ ମନ୍ଦିରର ବରିଷ୍ଠ ସଦସ୍ୟ ଡ଼ଃ. ଆର୍ଯ୍ୟକୁମାର ଜ୍ଞାନେନ୍ଦ୍ର ଭୁବନେଶ୍ୱର ବୁଦ୍ଧ ମନ୍ଦିରରେ ଚାଲିଥିବା ବ୍ୟବସାୟ ଓ ସ୍କୁଲ୍ ପଇସାରେ ହରିଲୁଟ୍ ଉପରେ ବିସ୍ଫୋରକ ବୟାନ ଦେଇ କହିଛନ୍ତି ଯେ ୧୯୫୬ ମସିହାରେ ଯେତେବେଳେ ପୃଥିବୀରେ ୨୫୦୦ତମ ବୁଦ୍ଧ ଜୟନ୍ତୀ ପାଳନ ହେଉଥିଲା ସେତିକିବେଳେ ଭାରତବର୍ଷର ପ୍ରଧାନ ମନ୍ତ୍ରୀ ପଣ୍ଡିତ ଜବାହାରଲାଲ୍ ନେହେରୁଙ୍କ ଅନୁରୋଧରେ ସବୁରାଜ୍ୟରେ ବୁଦ୍ଧ ଧର୍ମର ପ୍ରଚାର ପ୍ରସାର… Continue reading ବୁଦ୍ଧ ମନ୍ଦିରରେ ବ୍ୟବସାୟ ଓ ସ୍କୁଲରେ ଲୁଟ୍ ଚାଲିଛି । ଡ଼ଃ. ଜ୍ଞାନେନ୍ଦ୍ର ଙ୍କ ବିସ୍ଫୋରକ ବୟାନ

ମହାନଦୀ ବଞ୍ଚାଓ ଆନ୍ଦୋଳନ

*ମେ 2 ତାରିଖରେ ମହାନଦୀ ଟ୍ରିବୁନାଲ ଶୁଣାଣି ବେଳେ ରାଜ୍ୟର ବିଭିନ୍ନ ସ୍ଥାନରେ ଆୟୋଜିତ ହେବ ବିକ୍ଷୋଭ*ଅନ୍ତରିଣ ରାୟ ପାଇଁ ଦାବି *ଛତିଶଗଡ଼ କୁ ମହାନଦୀ ପାଣି କୁ ନ ଅଟକାଇବାକୁ ତାଗିଦ ଜରନ୍ତୁ ଟ୍ରିବୁନାଲ*ଝାରସୁଗୁଡା, ସମ୍ବଲପୁର, ସୁବର୍ଣ୍ଣପୁର, ବରଗଡ଼, ବୌଦ୍ଧ, କଟକ, ସାଲେପୁର, କାକଟପୁର ଇତ୍ୟାଦି ବିଭିନ୍ନ ସ୍ଥାନରେ ଆୟୋଜିତ ହେବ ଆନ୍ଦୋଳନ ଭୁବନେଶ୍ୱର ତା 30 l 4 l ଆସନ୍ତା ମେ 2 ତାରିଖରେ ମହାନଦୀ ଟ୍ରିବୁନାଲର ଶୁଣାଣି ହେବ l ଗତ… Continue reading ମହାନଦୀ ବଞ୍ଚାଓ ଆନ୍ଦୋଳନ

You cannot copy content of this page